ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ବଢୁଛି ଜଳସ୍ତର, ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା
ଭୁବନେଶ୍ୱର : ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା । ଭଦ୍ରକ ରାଜଘାଟରେ ବିପଦ ସଂକେତ ଉପରେ ବୈତରଣୀର ଜଳସ୍ତର ରହିଛି । ବାଲେଶ୍ୱର ଜିଲ୍ଲା ନୀଳଗିରିରେ ସର୍ବାଧିକ ବର୍ଷା ହୋଇଛି । ଏଥିଯୋଗୁ ଭଦ୍ରକ, ଧାମନଗର, ଚାନ୍ଦବାଲି, ଦଶରଥପୁରରେ ପ୍ରଭାବିତ ହେବ। ଚାଷ ଜମି ଜଳାର୍ଣ୍ଣବ ହେବ । ସେହିପରି ବସ୍ତା ଓ ନୀଳଗିରିରେ ବି ଜଳବନ୍ଦୀ ସ୍ଥିତି ଦେଖାଦେବ ବୋଲି କହିଛନ୍ତି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ମହାନଦୀ ଅବବାହିକାରେ […]
ସଂପୂର୍ଣ୍ଣ ପଢନ୍ତୁ