ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା
ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ବିଶେଷ କରି ପଶ୍ଚିମ ଓଡ଼ିଶାର ବୌଦ୍ଧ, ବଲାଙ୍ଗିର ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାପାଳମାନେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସ୍କୁଲ୍ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୌଦ୍ଧ ଜିଲ୍ଲାରେ ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଏବଂ କଲେଜ ଛୁଟି ରହିବ। ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ଭୟଙ୍କର […]
ସଂପୂର୍ଣ୍ଣ ପଢନ୍ତୁ