୨୭ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP
ଭୁବନେଶ୍ୱର : କେବେ ଖରା ଛୁଟି ହେବ ନିଷ୍ପତ୍ତି ହୋଇନି । ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି ହୋଇଛି । ଛୁଟି ଭିତରେ ସମସ୍ତଙ୍କୁ ଡ୍ରେସ ଯୋଗାଇ ଦିଆଯିବ। ତେବେ କେବେ ସ୍କୁଲ ଛୁଟି ହେବ କିଛି ନିଷ୍ପତ୍ତି ହୋଇନି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସମୟ ଦେଖି ସଠିକ୍ ସମୟରେ ନିଷ୍ପତ୍ତି ନିଆଯିବ। ଏଥରକ ଖରା ଛୁଟି ପୂର୍ବରୁ ସବୁ […]
ସଂପୂର୍ଣ୍ଣ ପଢନ୍ତୁ