ଭୁଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର (୮-୪-୨୦୨୬) ଖୋର୍ଦ୍ଧାଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ସମୁଦାୟ ୩୬ ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୨୫ଟି ପ୍ରକଳ୍ପର ଶୁଭାରମ୍ଭ ହୋଇଥବା ବେଳେ ୧୧ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ଏବେ ଆଉ କେବଳ ଏକ ସମ୍ଭାବନାର ରାଜ୍ୟ ହୋଇ ରହିନାହିଁ, ଆମ ରାଜ୍ୟ […]
ସଂପୂର୍ଣ୍ଣ ପଢନ୍ତୁ