ଗରାମ ମା ଭଗବତୀଙ୍କ ପୀଠରେ ଭାଗବତ ପରାୟଣ ଓ ପ୍ରବଚନର ଉଦଘାଟନ
ଝଙ୍କଡ଼ : ତିର୍ତ୍ତୋଲ ବ୍ଲକ, ଗରାମ ପଞ୍ଚାୟତର ପ୍ରସିଦ୍ଧ ତଥା ପ୍ରାଚୀନ ଶକ୍ତିପୀଠ ର ଅଧିଷ୍ଠାତ୍ରୀ ଦେବୀ ମା ଭଗବତୀ ଙ୍କ ପୀଠରେ ଶ୍ରୀମଦ ଭାଗବତ ପରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଗତ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଶ୍ରୀ ଜଗନ୍ନାଥ ସଂସ୍କୃତିର ରାଷ୍ଟୀୟପ୍ରଚାରକ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜ ମୁଖ୍ୟଅତିଥି ଭାବେ ଯୋଗଦେଇ, ବେଦଧ୍ୱନି ମଧ୍ୟରେ ପ୍ରଦୀପ ପ୍ରଜ୍ବଳନ କରି ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମକୁ ଉଦଘାଟନ କରି, କହିଲେ ଯେ, ବ୍ୟକ୍ତି ଓ ସାମାଜିକଜୀବନ […]
ସଂପୂର୍ଣ୍ଣ ପଢନ୍ତୁ