ଯାଜପୁର ଜିଲ୍ଲା ବୈରୀସ୍ଥିତ ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ
ଆଜି ପୂର୍ବାହ୍ନରେ ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନ (PTI), ବୈରୀ ପରିସରରେ ଓଡ଼ିଶା ପୋଲିସର ୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଅନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ନିର୍ଦ୍ଦେଶକ, ଗୁଇନ୍ଦା,ଶ୍ରୀ ଆର. ପି. କୋଚେ ଯୋଗଦେଇ ଆକର୍ଷଣୀୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଶ୍ରୀ କୋଚେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ବନ୍ଧୁକ ଚାଳନା ଦକ୍ଷତା ବୃଦ୍ଧି କରିବା ଏହି ପ୍ରତିଯୋଗିତାର ମୁଖ୍ୟ ଲକ୍ଷ୍ୟ ବୋଲି […]
ସଂପୂର୍ଣ୍ଣ ପଢନ୍ତୁ