ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି

କଟକ : ତେଜିଲା ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି। ଜେନେରାଲ ବଡି ବୈଠକକୁ ବୟକଟ କରିଛନ୍ତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର। ବୈଠକକୁ ବୟକଟ କରି ଗଣମାଧ୍ୟମ ଆଗରେ ବର୍ଷିଲେ ଲଳିତେନ୍ଦୁ । ନିୟମକୁ ଉଲଘଂନ କରି ନିର୍ବାଚନ ଘୁଞ୍ଚାଇବାକୁ ଚେଷ୍ଟା କରାଯାଉଛି।ଲୋଧା କମିଟି ରିପୋର୍ଟ ଅନୁସାରେ ୧୬ଟି ସଂଘର ନିର୍ବାଚନ କରିସାରିଲେଣି। ଓସିଏ ନିର୍ବାଚନ ନ କରି ଘୁଞ୍ଚାଉଥିବା ନେଇ ଅଭିଯୋଗ କରିଛନ୍ତି ଲଳିତେନ୍ଦୁ । ମୁଁ ଏହାକୁ ବିରୋଧ କରି ବୟକଟ କରୁଛି। ବିସିସିଆଇ […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟ ବଜେଟ୍‌ ୨୦୨୬-୨୭: କେଉଁ ବିଭାଗ ପାଇଁ କେତେ ଟଙ୍କାର ବ୍ୟୟବରାଦ ହେଲା, ଜାଣନ୍ତୁ…

ଭୁବନେଶ୍ୱର: ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୬-୨୭ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ବ୍ୟୟବରାଦ ମୁଖ୍ୟମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ

ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ବିଭାଗର ଚିଠି, ପାନୀୟ ଜଳ ଓ ORS ପ୍ୟାକେଟ୍ ରଖିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରୀଷ୍ମ ମୁକାବିଲା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି, ଯେଉଁଥିରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ କରାଯାଇଛି । ବିଭାଗର ସମସ୍ତ ନିର୍ଦ୍ଦେଶକ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଜାରି ଚିଠିରେ ଗ୍ରୀଷ୍ମ ପ୍ରବାହ ସୁରକ୍ଷା ନିର୍ଦ୍ଦେଶନାମାକୁ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହି ପଦକ୍ଷେପଗୁଡ଼ିକ ମଧ୍ୟରେ ସ୍କୁଲଗୁଡ଼ିକରେ ନିରାପଦ […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟକୁ ଋଣବୋଝରେ ବୁଡାଇ, ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ସରକାର

ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ବେଳେ, ଆଜି ବିଜୁ ଜନତା ଦଳ ଏହି ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ ବଜେଟ ବୋଲି ଅଭିହିତ କରିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିରୋଧୀ ଦଳର ଉପନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଓ ବିଧାୟକ […]

ସଂପୂର୍ଣ୍ଣ ପଢନ୍ତୁ

ବିଶ୍ୱବିଦ୍ୟାଳୟ ଦାବିରେ ରାସ୍ତାରେ ଶୈଳବାଳା ଛାତ୍ରୀ

କଟକ : ଶୈଳବାଳାକୁ ବିଶ୍ବବିଦ୍ୟାଳୟ ଘୋଷଣା ନକରିବା ପ୍ରତିବାଦରେ ଛାତ୍ରୀଙ୍କ ତୀବ୍ର ଅସନ୍ତୋଷ। କଲେଜରେ କ୍ଲାସ ବନ୍ଦ କରି ପ୍ରତିବାଦରେ ବସିଲେ ଛାତ୍ରୀ। କଲେଜରେ ପୁଲିସ୍ ମୃତୟନ। ଚାରିଟି ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା ମିଳିଲା କିନ୍ତୁ ବାଦ୍ ପଡ଼ିଗଲା ଶୈଳବାଳା ମହିଳା ମହାବିଦ୍ୟାଳୟ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ଛାତ୍ରୀମାନେ। ସେମାନଙ୍କର ଅଭିଯୋଗ ଯେ, ରାଜ୍ୟର ପ୍ରଥମ ମହିଳା ମହାବିଦ୍ୟାଳୟକୁ ବର୍ଷ ବର୍ଷ ଧରି ଅଣଦେଖା କରାଯାଉଛି। ଦୀର୍ଘ ଦିନ […]

ସଂପୂର୍ଣ୍ଣ ପଢନ୍ତୁ

ଭବାନୀପାଟଣା ଫରେଷ୍ଟର ତଥା ବହୁ ବେନାମୀ ଗାଡ଼ିର ମାଲିକ ଭାଗବତ ଭୂଷଣ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ

ଭବାନୀପାଟଣା: କଳାହାଣ୍ଡିଜିଲ୍ଲା ଭବାନୀପାଟଣା ଉତ୍ତର ବନଖଣ୍ଡ ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ସମ୍ମୁଖରେ ହାଜର କରାଯିବ। ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଗତକାଲି ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା । ଭବାନୀପାଟଣା ସହରସ୍ଥିତ ହିଲ ଟାଉନ ବାସଭବନ, ପୈତୃକ ଗାଁ ଦେଉଣ୍ଡି ଓ […]

ସଂପୂର୍ଣ୍ଣ ପଢନ୍ତୁ

ଭୁବନେଶ୍ୱରରେ ଖୋଲିବ ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧ ତାରିଖ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା ତଥା ସିଇଓ ଜୁବିନ କର୍କାରିଆ ସୂଚିତ କରିଛନ୍ତି। ଓଡ଼ିଶାରୁ ବିଦେଶକୁ ଉଚ୍ଚଶିକ୍ଷା ଓ ବ୍ୟବସାୟ ପାଇଁ ଯାଉଥିବା ଯୁବବର୍ଗଙ୍କ ସୁବିଧା ପାଇଁ ଶ୍ରୀ ପ୍ରଧାନ ଗତବର୍ଷ ଅର୍ଥାତ୍ ସେପ୍ଟେମ୍ବର ୨,୨୦୨୫ରେ କେନ୍ଦ୍ର ବୈଦେଶିକ ବ୍ୟାପାର […]

ସଂପୂର୍ଣ୍ଣ ପଢନ୍ତୁ

ସପ୍ତମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ମାମଲା: ୫ ବିଦ୍ୟାଳୟ କର୍ମଚାରୀ ଗିରଫ, ଶିକ୍ଷୟିତ୍ରୀ ମଧ୍ୟ ସାମିଲ

ରାଜକନିକା: କେନ୍ଦ୍ରାପଡ଼ାଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭର ଅଞ୍ଚଳରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୀର୍ଘ ଦିନ ଧରି ଦୁଷ୍କର୍ମ ମାମଲାରେ ୩ଜଣ ଶିକ୍ଷକ ଏବଂ ଜଣେ ପିଅନ ଗିରଫ ହୋଇଛନ୍ତି। ଏହି ମାମଲାରେ ସଂପୃକ୍ତ ଥିବା ଜଣେ ଶିକ୍ଷୟିତ୍ରୀଙ୍କ ମଧ୍ୟ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚନ୍ଦନ କୁମାର ପୃଷ୍ଟି (୩୭), ବିଶ୍ବ ରଂଜନ ସାହୁ (୩୧), ରଶ୍ମୀରଂଜନ ବିଶ୍ବାଳ (୪୭), ମିନତୀ ବାଈ (୩୪) ଓ ପିଅନ୍‌ ରଶ୍ମୀରଂଜନ ରଣା (୩୨)। ପୁଲିସ […]

ସଂପୂର୍ଣ୍ଣ ପଢନ୍ତୁ

ବାର୍ଦ୍ଧକ୍ୟ ଭତ୍ତା କି ବିଧବା ଭତ୍ତା କି ଅନ୍ୟ କୌଣସି ଭତ୍ତା ପାଇଁ କାହାର ମରିବା ଯାଏଁ ଅପେକ୍ଷା କରିବାକୁ ପଡ଼ିବନି

ଭୁବନେଶ୍ବର ୨୦।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାରଙ୍କ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରାଯାଇଛି । ଗତବର୍ଷ ତୁଳନାରେ ବଜେଟ୍ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ବଜେଟ୍ ଅଭିଭାଷଣରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଉ ବାର୍ଦ୍ଧକ୍ୟ ଭତ୍ତା କି ବିଧବା ଭତ୍ତା କି ଅନ୍ୟ କୌଣସି ଭତ୍ତା ପାଇଁ କାହାର […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶା ବଜେଟ୍ ୨୦୨୬-୨୭ ଉପସ୍ଥାପନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଥିଲେ ରାଜ୍ୟପାଳ

ଭୁବନେଶ୍ବର ୨୦।୨: ଓଡ଼ିଶା ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାରଙ୍କ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରାଯାଇଛି । ତେବେ ବଜେଟ୍ ଉପସ୍ଥାପନ ଶୁଭ ପ୍ରତୀକ ଭାବେ ଓଡ଼ିଶାର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଲୋକ ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଥିଲେ । ଏହି ସାକ୍ଷାତକାର ସମୟରେ ଅର୍ଥ ବିଭାଗ ଦାୟିତ୍ୱ ରଖିଥିବା ମୁଖ୍ୟମନ୍ତ୍ରୀ ଆଗାମୀ […]

ସଂପୂର୍ଣ୍ଣ ପଢନ୍ତୁ