ସ୍ୱାମୀ ବିବେକାନନ୍ଦ ଯୁବକ ସଙ୍ଘର ୭୭ତମ ଜନରାଜ୍ୟ ଦିବସ ପାଳନ
ଝଙ୍କଡ଼ : ତିର୍ତ୍ତୋଲ ବ୍ଲକ ସଁଅରା ପଞ୍ଚାୟତ ଅନ୍ତର୍ଗତ ବରୁଣପଡା ଗ୍ରାମର ସ୍ୱାମୀ ବିବେକାନନ୍ଦ ଯୁବକସଙ୍ଘ ପକ୍ଷରୁ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପ୍ରାକ୍ତନ ପ୍ରଧାନଶିକ୍ଷକ ବୀରକିଶୋର ମହାନ୍ତି ଜାତୀୟପତାକା ଉତ୍ତୋଳନ କରିଥିବା ବେଳେ, ସନ୍ଧ୍ୟାରେ ଗ୍ରାମର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଦେଶାତ୍ମବୋଧ ସଙ୍ଗୀତ, ବକ୍ତୃତା ଓ ନୃତ୍ୟ ଆଦି ପ୍ରତିଯୋଗିତା କରାଯାଇ ବିଜେତା ମାନଙ୍କୁ ନିମନ୍ତ୍ରିତ ଅତିଥି ମାନେ, ପ୍ରଶଂସାପତ୍ର, ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନକରି ସମ୍ମାନିତ ଓ ସମ୍ବର୍ଦ୍ଧିତ କରିଥିଲେ । […]
ସଂପୂର୍ଣ୍ଣ ପଢନ୍ତୁ