ନିଆରା ଶୈଳୀରେ ପିତୃପୁରୁଷଙ୍କୁ ତିଳ ତର୍ପଣ : ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ନଡ଼ିଆ ଗଛ ରୋପଣ କଲେ ଗ୍ରାମବାସୀ
ବରଗଡ଼, ୨୨/୯: ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରାଯାଉଥିବାବେଳେ ବରଗଡ଼ ଜିଲା କଳାପାଣି ପଞ୍ଚାୟତ ଅନ୍ତର୍ଗତ ବୁଦେଲପାଲି ଗ୍ରାମବାସୀ ନିଆରା ଶୈଳୀରେ ପିତୃପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଗ୍ରାମର ବୋହୂ ଓ ଝିଅମାନେ ସମବେତ ହୋଇ ଗାଁ ମୁଣ୍ଡ ମହାଦେବ ମନ୍ଦିର ପୋଖରୀ ହୁଡାରେ ନଡିଆ ଗଛ ରୋପଣ କରିଛନ୍ତି। ଏହି ନିଆରା କାର୍ଯ୍ୟକ୍ରମରେ ବରଗଡ଼ କବି, କଳାକାର, ବୁଦ୍ଧିଜୀବୀ, ସାମାଜିକ କର୍ମୀ, ଶିକ୍ଷକ, ଖବରଦାତା ତଥା ବିଭିନ୍ନ ବର୍ଗର ବ୍ୟକ୍ତି ସାମିଲ ହୋଇଥିଲେ […]
ସଂପୂର୍ଣ୍ଣ ପଢନ୍ତୁ