ଧଉଳି ନାବାଳିକା ଗଣଦୁଷ୍କର୍ମ ମାମଲାରେ: କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୁଲିସ୍
ଭୁବନେଶ୍ଵର, ୧୯/୧୨: ଧଉଳି ନାବାଳିକା ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛି । ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ ହାତୀ ଓରଫ ଜୋକର ହାତୀକୁ ନେଇ ପୁଲିସ୍ ଆଜି କ୍ରାଇମ୍ ସିନ୍ ରିକ୍ରିଏସନ୍ କରିଛି। ଗତକାଲି ସ୍ପେଶାଲ ସ୍କ୍ୱାର୍ଡ ଓ ଧଉଳି ଥାନା ପୁଲିସ ଜୋକର ହାପି ହାତୀକୁ ଗଞ୍ଜାମରୁ ଗିରଫ କରିଥିଲା। ପୂର୍ବରୁ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୁଲିସ ।ଧଉଳି ଗଣଦୁଷ୍କର୍ମ ମାମଲାକୁ ରେଡଫ୍ଲାର୍ଗ ଅନ୍ତର୍ଭୁକ୍ତ କରାଯାଇଛି । […]
ସଂପୂର୍ଣ୍ଣ ପଢନ୍ତୁ