ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍ ବୃଦ୍ଧି
ଭୁବନେଶ୍ୱର, ୧୫ / ୧୨: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି। ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ଉଭୟ ପାଠ୍ୟକ୍ରମରେ ପିଜି କରୁଥିବା ୧୨୦ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ। ଏହି ନୂତନ ଷ୍ଟାଇପେଣ୍ଡ ୨୦୨୬ ଜାନୁଆରୀ ପହିଲାରୁ […]
ସଂପୂର୍ଣ୍ଣ ପଢନ୍ତୁ