ବିଶ୍ବସ୍ତରୀୟ ଭିତ୍ତିଭୂମି ଆମର ଲକ୍ଷ୍ୟ: ନିତିନ ଗଡ଼କରି
ଭୁବନେଶ୍ବର, ୭/୧୧: କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରି ଆଜି ଭୁବନେଶ୍ବରରେ ଆୟୋଜିତ ଭାରତୀୟ ରୋଡ କଂଗ୍ରେସର ୮୪ତମ ଅଧିବେଶନରେ ଯୋଗଦେଇ କହିଛନ୍ତି। ଏହି ଅବସରରେ ସେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି, ଭାରତକୁ ବିଶ୍ବଗୁରୁ କରାଯିବାର ଲକ୍ଷ୍ୟ ରଖାଯାଇଛି। ଭାରତ ଏବେ ଅନ୍ୟ ଦେଶରୁ ତେଲ ଆମଦାନୀ କରୁଛି। କିନ୍ତୁ ଭାରତର ଲକ୍ଷ୍ୟ ଯେ, ଆଗାମୀ ଦିନରେ ତେଲ ରପ୍ତାନୀ କରିବ। ଭାରତରେ ଇଥାନୋଲ, ମେଥାନୋଲ, ବାଓ-ଏଲ୍ଏନ୍ଜି, ସିଏନ୍ଜି ଏବଂ ଗ୍ରୀନ୍ ହାଇଡ୍ରୋଜେନ୍ ଉତ୍ପାଦନ କରାଯିବ। ଦେଶର କିଛି […]
ସଂପୂର୍ଣ୍ଣ ପଢନ୍ତୁ