ବେଦାନ୍ତ ନିବେଶ କରିବ ଲକ୍ଷେ କୋଟି
ଭୁବନେଶ୍ଵର, ୨୩/୧୦: ଆଜି ବେଦାନ୍ତ ଗ୍ରୁପ୍ର ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି । ଏହି ଆଲୋଚନାରୁ ଜଣାଯାଇଛି ଯେ, ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ । ଏହାଦ୍ୱାରା ରାଜ୍ୟରେ ୧ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟିହେବ […]
ସଂପୂର୍ଣ୍ଣ ପଢନ୍ତୁ