ଆଜି ହେଉଛି ବିଶ୍ୱ ଶିକ୍ଷକ ଦିବସ
ନୂଆଦିଲ୍ଲୀ, ୫/୧୦: ଶିକ୍ଷକମାନଙ୍କର ସମାଜ ପ୍ରତି ରହିଛି ଗୁରୁତ୍ୱପୂର୍ଣ୍ଣ ଅବଦାନ। ଏଥିସକାଶେ ସେମାନଙ୍କୁ ସମ୍ମାନିତ କରିବା ପାଇଁ ୧୯୯୪ରେ ଅକ୍ଟୋବର ୫ତାରିଖକୁ ବିଶ୍ୱ ଶିକ୍ଷକ ଦିବସ ଭାବରେ ପାଳନ ଲାଗି ୟୁନେସ୍କୋ ଘୋଷଣା କରିଥିଲା। ପୃଥିବୀର ୧୦୦ ରୁ ଅଧିକ ଦେଶ ଉକ୍ତ ଦିନ ବିଶ୍ୱ ଶିକ୍ଷକ ଦିବସ ପାଳନ କରିଆସୁଛନ୍ତି। ଆମ ଦେଶରେ ମହାନ୍ ଶିକ୍ଷକ ତଥା ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିନ (ସେପ୍ଟେମ୍ବର ୫)କୁ ଗୁରୁ ଦିବସ ଭାବରେ ପାଳନ କରାଯାଉଛି। ତେବେ […]
ସଂପୂର୍ଣ୍ଣ ପଢନ୍ତୁ