ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ: ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫
ଭୁବନେଶ୍ବର, ୩୦/୯: ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ। ଫଳରେ ଗ୍ରାମାଞ୍ଚଳରେ ବଢ଼ିବ ରୋଜଗାର। ଏଥିଲାଗି କାର୍ଯ୍ୟକାରୀ ହେବ ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫। ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ ଯୋଜନା। ଏନେଇ ସୂଚନା ଦେଇଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଯୋଜନାର ଲକ୍ଷ୍ୟ ହେଉଛି ଓଡ଼ିଶାର ଗ୍ରାମୀଣ ଏବଂ କମ୍ ଜଣାଶୁଣା ସ୍ଥାନଗୁଡ଼ିକରେ ହୋମଷ୍ଟେ ବାସସ୍ଥାନକୁ ପ୍ରୋତ୍ସାହିତ କରିବା, ପର୍ଯ୍ୟଟନରେ ସମ୍ପ୍ରଦାୟର ଅଂଶଗ୍ରହଣକୁ ଉତ୍ସାହିତ କରିବା, ସ୍ଥାନୀୟ […]
ସଂପୂର୍ଣ୍ଣ ପଢନ୍ତୁ