ଖୋଲିବ ବନ୍ଦ ପଡ଼ିଥିବା ୭୦ ମଦ ଦୋକାନ

ଭୁବନେଶ୍ୱର, ୨୦/୯: ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ଟି ମଦ ଦୋକାନ ଖୋଲିବେ ସରକାର**-ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉତ୍ତର**-ବନ୍ଦ ମଦ ଦୋକାନକୁ ପୁନର୍ବାର ଖୋଲିବାକୁ ବିଭାଗ ତରଫରୁ ଅନୁମତି**-୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବାକୁ ପ୍ରସ୍ତାବ**-ବାଲେଶ୍ୱରରେ ସର୍ବାଧିକ ୧୭ଟି ମଦ ଦୋକାନ ଖୋଲିବେ ସରକାର*

ସଂପୂର୍ଣ୍ଣ ପଢନ୍ତୁ

ତ୍ରିଶୂଳିଆରେ ହେବ ଦ୍ବିତୀୟ ବ୍ରିଜ୍: ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର, ୨୦/୯: କଟକ- ଭୁବନେଶ୍ବର ଦ୍ବୈତନଗରୀରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଥିବା ସଂପର୍କରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଧାନସଭାରେ ସୂଚନା ଦେଇଛନ୍ତି। ତ୍ରିଶୂଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ। ଏହି ପ୍ରକଳ୍ପ ପାଇଁ ୨୯୭ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଜାରି ରହିଛି। ୩୬ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ସେ କହିଛନ୍ତି। କଟକ- ଭୁବନେଶ୍ବର ଦ୍ବୈତନଗରୀରେ […]

ସଂପୂର୍ଣ୍ଣ ପଢନ୍ତୁ

ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ, ବିଧାନସଭା ପକ୍ଷରୁ ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର, ୨୦/୯: ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଗଭୀର ଶୋକପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କି ଛାତ୍ରଜୀବନରୁ ନିଜର ସାଂଗଠନିକ ଦକ୍ଷତାର ପରିଚୟ ଦେଇଥିଲେ । ଅବିଭକ୍ତ ସୁନ୍ଦରଗଡ଼ ଜିଲ୍ଲା ସମେତ ଝାଡ଼ଖଣ୍ଡରେ ମଧ୍ୟ ତାଙ୍କର ବିଶେଷ ଲୋକପି୍ରୟତା ଥିଲା । ବୀରମିତ୍ରପୁର ବିଧାନସଭାରୁ ୪ ଥର ନିର୍ବାଚିତ ହେବା […]

ସଂପୂର୍ଣ୍ଣ ପଢନ୍ତୁ

ମହାନଦୀରେ ଏକାଧିକ ବ୍ୟାରେଜ ଓ ଚେକଡ୍ୟାମ କରିବେ ଓଡିଶା ସରକାର

ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ମହାନଦୀର ତଳମୁହାଁ ଅଞ୍ଚଳରେ ପାନୀୟ ଜଳ ଓ ଜଳସେଚନ ସୁବିଧା ଯୋଗାଇବା ପାଇଁ ୧୭ଟି ଚେକଡ୍ୟାମ, ୧୫ଟି ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ଏବଂ ୪୪ଟି ବନ୍ଧ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ବିଜୁ ଜନତା ଦଳ (ବିଜେଡି) ବିଧାୟକ ପ୍ରଶାନ୍ତ ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀ, ଯିଏ ଜଳସମ୍ପଦ ବିଭାଗର ମଧ୍ୟ ଦାୟିତ୍ୱରେ ଅଛନ୍ତି, କହିଛନ୍ତି ଯେ […]

ସଂପୂର୍ଣ୍ଣ ପଢନ୍ତୁ

ଚାଷୀଙ୍କୁ ଆର୍ଥିକ ରୂପେ ସ୍ୱାବଲମ୍ବୀ କରୁଛି କୃଷକ ଉତ୍ପାଦକ କ୍ଲଷ୍ଟର

ଭୁବନେଶ୍ୱର,୧୯/୯: ଆଜି, ବିଶ୍ୱ ବ୍ୟାଙ୍କ ଦଳ ଓଆଇଆଇପିସିଏର ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ସହିତ ହରିଚନ୍ଦନପୁର ବ୍ଲକର ମା କାଳିଜାଈ ପିଜିରେ ଥିବା ଏଗ୍ରିକଲଚରାଲ ପ୍ରଡକ୍ସନ କ୍ଲଷ୍ଟର(ଏପିସି) ପରିଦର୍ଶନ କରିଥିଲେ। ବିଶ୍ୱ ବ୍ୟାଙ୍କ ଦଳ ଏପିସି ପ୍ରକଳ୍ପ ପୂର୍ବରୁ ମହିଳା ଚାଷୀଙ୍କ ଚାଷ ପଦ୍ଧତି, ମାର୍କେଟିଂ ଓ ଆର୍ଥିକ ସ୍ଥିତି ଏବଂ ବର୍ତ୍ତମାନର ସ୍ଥିତି ବିଷୟରେ ପଚାରି ବୁଝିଥିଲେ। ଉତ୍ପାଦକ ଗୋଷ୍ଠୀର ସଦସ୍ୟମାନେ ବ୍ୟାଖ୍ୟା କରିଥିଲେ ଯେ ଏପିସି କ୍ଲଷ୍ଟର ପଦ୍ଧତିରେ ୭୦ ଏକରରୁ ଅଧିକ […]

ସଂପୂର୍ଣ୍ଣ ପଢନ୍ତୁ

ନ୍ୟାସନାଲ୍ ଜିଓଗ୍ରାଫିକ୍ ପତ୍ରିକାର ପ୍ରଚ୍ଛଦପୃଷ୍ଠାରେ ସ୍ଥାନିତ ହେଲା ଶିମିଳିପାଳର ବିରଳ କଳାବାଘ ଓଡିଶା ପର୍ଯ୍ୟଟନ

ଭୁବନେଶ୍ୱର,୧୯/୯ : ବନ୍ୟପ୍ରାଣୀ ସମ୍ପର୍କିତ ଚମତ୍କାର କଥାବସ୍ତୁ ଓ ଚିତାକର୍ଷକ ଚିତ୍ର ପାଇଁ ସାରା ବିଶ୍ୱରେ ବିଶେଷ ଆଦୃତ ଲାଭ କରିଥିବା ନ୍ୟାସନାଲ୍ ଜିଓଗ୍ରାଫିକ୍ ପତ୍ରିକାର ଅକ୍ଟୋବର ସଂସ୍କରଣର ପ୍ରଚ୍ଛଦପୃଷ୍ଠାରେ ସ୍ଥାନିତ ହୋଇଛି ଶିମିଳିପାଳର ବିରଳ କଳାବାଘ ।“The Tigers Who Changed Their Stripes” ଶୀର୍ଷକ କାହାଣୀଟି ଶିମିଳିପାଳ ଅଭୟାରଣ୍ୟର ବିରଳ କଳାବାଘ ଏବଂ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଦ୍ୱାରା ବାଘ ସ୍ଥାନାନ୍ତରଣ ପ୍ରକ୍ରିୟା ଉପରେ ପର୍ଯ୍ୟବେସିତ ଅଟେ […]

ସଂପୂର୍ଣ୍ଣ ପଢନ୍ତୁ

ନିଜ ଜିଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି

ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ। ଶିକ୍ଷକମାନେ ନିଜ ଜିଲାରେ ନିଯୁକ୍ତି ପାଇବେ ନାହିଁ, ଏବଂ ଯଦି ପାଆନ୍ତି ତେବେ ନିଜ ବ୍ଲକରେ ରହିବାକୁ ଅନୁମତି ମିଳିବ ନାହିଁ। ଗୋଟିଏ ସ୍ଥାନରେ ଅତିକମରେ ୩ ବର୍ଷ କାମ କରିବା ପରେ ବଦଳି ପାଇଁ ଯୋଗ୍ୟ ହେବେ, କିନ୍ତୁ ୬ ବର୍ଷରୁ ଅଧିକ ରହିପାରିବେ […]

ସଂପୂର୍ଣ୍ଣ ପଢନ୍ତୁ

ବୁଲା ଗୋରୁ ବିପଦର ମୁକାବିଲା ପାଇଁ ଯୋଜନା, ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା

ଭୁବନେଶ୍ୱର, ୧୮/୯: ନିରାପଦ ଯାତ୍ରା ଓ ସୁରକ୍ଷିତ ସଡକ ପ୍ରତି ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇ ରାଜପଥ ଏବଂ ରାସ୍ତାଘାଟରେ ବୁଲୁଥିବା ଗାଈଗୋରୁଙ୍କ ସମସ୍ୟାର ସମାଧାନ ପାଇଁ ଓଡ଼ିଶା ଏକ ନିର୍ଣ୍ଣାୟକ ପଦକ୍ଷେପ ନେଇଛି।ରାଜ୍ୟରେ ସଡ଼କ ସୁରକ୍ଷା ବୃଦ୍ଧି କରିବା ସହିତ ମଣିଷ ଏବଂ ପଶୁ କଲ୍ୟାଣ ଉଭୟଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖିବ ଏକ ସମନ୍ୱିତ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ଲାଗି ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ […]

ସଂପୂର୍ଣ୍ଣ ପଢନ୍ତୁ

ରାଜଭବନଠାରେ ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର, ୧୮/୯: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ରକ୍ତଦାତାମାନଙ୍କ ଦ୍ୱାରା ଅନ୍ୟର ଜୀବନ ରକ୍ଷା ପାଇଁ ପ୍ରଦର୍ଶିତ କରୁଣା ଓ ନିଷ୍ଠା ଅତ୍ୟନ୍ତ ପ୍ରେରଣାଦାୟୀ ଏବଂ ଆଶ୍ୱାସଜନକ ବୋଲି ମତ ପ୍ରକାଶ କରିଛନ୍ତି । ଗୁରୁବାର ଦିନ ରାଜ ଭାବନର ନ୍ୟୁ ଅଭିଷେକ ହଲରେ ଆୟୋଜିତ ରକ୍ତଦାନ ଶିବିର ପରିଦର୍ଶନ ସମୟରେ ରାଜ୍ୟପାଳ ଏପରି ମନ୍ତବ୍ୟ ପ୍ରଦାନ କରିଥିଲେ। ଏହି ଶିବିର ରାଜଭବନ ଓ କ୍ୟାପିଟାଲ ହସ୍ପିଟାଲର ବ୍ଲଡ ବ୍ୟାଙ୍କର ମିଳିତ ସହଯୋଗରେ ଆୟୋଜିତ […]

ସଂପୂର୍ଣ୍ଣ ପଢନ୍ତୁ

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୮/୯ : ଗୁରୁବାରଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ । ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିଛି। ସରକାର ସୁରୁଖୁରୁରେ ଅଧିବେଶନ ଚଳାଇବାକୁ ଚାହୁଁଥିବାବେଳେ କେତେକ ପ୍ରସଙ୍ଗରେ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି। ବୁଧବାର ସନ୍ଧ୍ୟା ସୁଦ୍ଧା କଂଗ୍ରେସ ଓ ବିଜେଡି ଏବଂ ଶାସକ ଭାଜପାର ବିଧାୟକଦଳ ବୈଠକ ଅନୁଷ୍ଠିତ ହୋଇସାରିଛି। ଗୁରୁବାର ବିଜେଡି ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ ହେବା ସ୍ଥିର ହୋଇଛି। ବିଧାନସଭାର […]

ସଂପୂର୍ଣ୍ଣ ପଢନ୍ତୁ