ଅର୍ଚ୍ଚନା ନାଗ ଘର ଆଟାଚ୍‌ କଲା ‘ଇଡି’

ଭୁବନେଶ୍ବର, ୧୨/୯: ଅର୍ଥ କାରବାରକୁ ନେଇ ଦୁଇ ବର୍ଷ ପୂର୍ବରୁ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପହଞ୍ଚିଛି। ‘ଇଡି’ର ସ୍ବତନ୍ତ୍ର ଟିମ୍‌ ଅର୍ଚ୍ଚନାଙ୍କ ଘରେ ଥିବା ଜିନିଷପତ୍ରର ଯାଞ୍ଚ କରୁଛି। ଅର୍ଚ୍ଚନାଙ୍କୁ ପୂର୍ବରୁ ଇଡି ତରଫରୁ ନୋଟିସ୍‌ ଜାରି ହୋଇଥିଲା।  ସୂଚନାଯୋଗ୍ୟ, ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ। ଆଇପିସିର ବିଭିନ୍ନ ଦଫା ସହିତ ଆଇଟି ଆକ୍ଟରେ […]

ସଂପୂର୍ଣ୍ଣ ପଢନ୍ତୁ

୧୮୦ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ୧୧/୯: ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ( ଏସଏଲବିସି) ର ୧୮୦ତମ ବୈଠକ ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ସିଇଓ ଶ୍ରୀ ଅଶ୍ଵିନୀ କୁମାରଙ୍କ ସହ-ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସମସ୍ତ ବ୍ୟାଙ୍କକୁ ୨୦୩୬ ଏବଂ ୨୦୪୭ ଭିଜନ ଡକ୍ୟୁମେଣ୍ଟରେ ଓଡ଼ିଶା ପାଇଁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଋଣ ଯୋଗାଇଦେଇ […]

ସଂପୂର୍ଣ୍ଣ ପଢନ୍ତୁ

ପାରାଦ୍ବୀପରେ ନିର୍ମାଣ ହେବ ରାଜ୍ୟର ପ୍ରଥମ କଙ୍କଡ଼ା ଜାଆଁଳ ଉତ୍ପାଦନ କେନ୍ଦ୍ର

ଭୁବନେଶ୍ୱର, ୧୧/୯: ଓଡିଶା କଙ୍କଡା ଚାଷୀଙ୍କ ବହୁ ଦିନର ସ୍ବପ୍ନ ହେବାକୁ ଯାଉଛି ସାକାର । ପାରାଦ୍ବୀପରେ ୨ କୋଟି ୮୧ ଲକ୍ଷ ଟଙ୍କା ବ୍ୟୟ କରାଯାଇ ୫ ଲକ୍ଷ ଉତ୍ପାଦନ କ୍ଷମତା ସମ୍ପନ୍ନ ରାଜ୍ୟର ପ୍ରଥମ କଙ୍କଡ଼ା ଜାଆଁଳ ଉତ୍ପାଦନ କେନ୍ଦ୍ରର ହେବ ନିର୍ମାଣ । ଏହା ଫଳରେ ଓଡ଼ିଶାର କଙ୍କଡା ଚାଷୀଙ୍କୁ ଆଉ କଙ୍କଡ଼ା ଜାଆଁଳ ପାଇଁ ଚେନ୍ନାଇସ୍ଥିତ ରାଜୀବ ଗାନ୍ଧୀ ଜଳଜୀବ କେନ୍ଦ୍ର ଉପରେ ନିର୍ଭର କରିବାକୁ ପଡିବ ନାହିଁ । ସୁଦୂର […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ଓଡ଼ିଶାରେ ରୋପଣ ହେବ ୭୫ ଲକ୍ଷ ଚାରା

ଭୁବନେଶ୍ୱର, ୧୧/୯: ମା’ ମାନେ ହେଉଛନ୍ତି ତ୍ୟାଗ ଓ ତିତିକ୍ଷାର ଏକ ପ୍ରଜ୍ବଳିତ ପ୍ରତୀକ । ବୃକ୍ଷଟିଏ ମଧ୍ୟ ଠିକ ମା’ ଟିଏ ପରି କୌଣସି ପ୍ରତ୍ୟାଶା ନରଖି ଜଗତର ମଙ୍ଗଳ ପାଇଁ ନିଜର ସବୁକିଛି ପ୍ରଦାନ କରିଥାଏ । ମା’ଙ୍କ ସମ୍ମାନାର୍ଥେ ଏବଂ ପ୍ରକୃତି ଓ ପରିବେଶର ସୁରକ୍ଷା ଓ ସମୃଦ୍ଧି ପାଇଁଗତବର୍ଷ ଜୁନ ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପାଳନର ମହାର୍ଘ୍ୟ ଅବସରରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କରିଥିଲେ ‘ଏକ […]

ସଂପୂର୍ଣ୍ଣ ପଢନ୍ତୁ

ନିଖିଳ ଓଡ଼ିଶା ବୈଧମାପ ବିଜ୍ଞାନ ଅଧିକାରୀ ସଂଘର ୪୦ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୧୧/୯: ନିଖିଳ ଓଡ଼ିଶା ବୈଧମାପ ବିଜ୍ଞାନ ଅଧିକାରୀ ସଂଘର ୪୦ତମ ବାର୍ଷିକ ସାଧାରଣ ପରିଷଦ ବୈଠକ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ବୈଧମାପ ବିଜ୍ଞାନ ନିର୍ଦ୍ଦେଶାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ବୈଠକକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ମନ୍ତ୍ରୀ ଶ୍ରୀ ପାତ୍ର ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏଥିନିମନ୍ତେ ସମସ୍ତ […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶା ଲଳିତ କଳା ଏକାଡେମୀ ପାଇଁ ୩ଗୋଟି ସ୍ୱତନ୍ତ୍ର ୱେବ୍ ସାଇଟକୁ ଉନ୍ମୋଚିତ କରାଯାଇଛି

ଭୁବନେଶ୍ୱର, ୧୧/୯: ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆଜି ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଓଡ଼ିଶା ଲଳିତ କଳା ଏକାଡେମୀ ପାଇଁ ୩ଗୋଟି ସ୍ୱତନ୍ତ୍ର ୱେବ୍ ସାଇଟକୁ ଉନ୍ମୋଚିତ କରାଯାଇଛି। ଏଥିସହ ସଂସ୍କୃତି ବିଭାଗ ଅଧିନସ୍ଥ ରବୀନ୍ଦ୍ର ମଣ୍ଡପ, ଭଞ୍ଜକଳା ମଣ୍ଡପ ଏବଂ ଉତ୍କଳ ମଣ୍ଡପର ଅନଲାଇନ ବୁକିଂ ପାଇଁ ମଧ୍ୟ ଗୋଟିଏ ସ୍ୱତନ୍ତ୍ର “ମଣ୍ଡପ ୱେବ୍ ସାଇଟ୍”କୁ ଉନ୍ମୋଚିତ କରାଯାଇଛି। “ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ […]

ସଂପୂର୍ଣ୍ଣ ପଢନ୍ତୁ

ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ଅବସରରେ କଳିଙ୍ଗ ଷ୍ଟାଡ଼ିୟମ ଠାରେ “ଜୀବନ ଜିନ୍ଦାବାଦ” କାର୍ଯ୍ୟକ୍ରମ ଆୟୋଜିତ ହେଉଛି

ଭୁବନେଶ୍ୱର, ୧୧/୯: “ପ୍ରତ୍ୟେକଟି ଜୀବନ ହେଉଛି ମୂଲ୍ୟବାନ। ଆଜି ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ଅବସରରେ କଳିଙ୍ଗ ଷ୍ଟାଡ଼ିୟମ ଠାରେ “ଜୀବନ ଜିନ୍ଦାବାଦ” କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଜୀବନରେ କୌଣସି ପରିସ୍ଥିତିରେ ମଧ୍ୟ ଆତ୍ମହତ୍ୟା ମାନସିକତା ନ ଆଣିବା, ଜୀବନରେ ସକାରତ୍ମକ ଚିନ୍ତାଧାରା ରଖିବାର ଭାବନାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ “ଜୀବନ ଜିନ୍ଦାବାଦ” କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଜୀବନରେ କୌଣସି ଏକ ଦୁର୍ବଳ ମୁହୂର୍ତ୍ତରେ ଯଦି ଦୃଢ଼ତାର ସହ ଆମେ ନିଜକୁ ବୁଝାଇ ପାରିବା ଏବଂ ପ୍ରତ୍ୟେକ […]

ସଂପୂର୍ଣ୍ଣ ପଢନ୍ତୁ