ମାଗଣାରେ ବସ୍ ରେ ଯାତ୍ରା କରିବେ ସ୍କୁଲ ଛାତ୍ରଛାତ୍ରୀ
ଭୁବନେଶ୍ଵର, ୨୭/୧୨ : ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ଏଣିକି ସରକାରୀ ସ୍କୁଲ ଛାତ୍ରଛାତ୍ରୀମାନେ ମାଗଣାରେ ଏହି ବସ୍ ରେ ଯାତ୍ରା କରିବେ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଛି। ପରିବହନ ବିଭାଗ ଯେମିତି କ୍ଷତି ନ ସହିବ ସେନେଇ ଆଲୋଚନା ହୋଇଛି। ପ୍ରାୟ ୧୪୨୨ ଟି ସରକାରୀ ବସରେ ଏପରି ସୁବିଧା ପ୍ରଦାନ କରାଯିବ। […]
ସଂପୂର୍ଣ୍ଣ ପଢନ୍ତୁ