୫ ଦିନିଆ ରିମାଣ୍ଡରେ ଗଲେ ଶଙ୍କର ଓ ଅରବିନ୍ଦ
ବ୍ରହ୍ମପୁର,୪/୧୧: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଏବଂ ପୂର୍ବରୁ ଗିରଫ ହୋଇଥିବା ଅରବିନ୍ଦ ଦାସଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ବ୍ରହ୍ମପୁର ଗ୍ରାମାଞ୍ଚଳ ଜେଏମଏଫସିଙ୍କ ପକ୍ଷରୁ କ୍ରାଇମବ୍ରାଞ୍ଚ କରିଥିବା ରିମାଣ୍ଡ ଆବେଦନକୁ ଅନୁମୋଦନ ମିଳିଛି। ଫଳରେ କ୍ରାଇମବ୍ରାଞ୍ଚ ଉଭୟ ଅଭିଯୁକ୍ତଙ୍କୁ ବିସ୍ତୃତ ଭାବେ ଜେରା କରିପାରିବ ବୋଲି ସୂଚନା ମିଳିଛି। ଏହି ମାମଲାରେ ପଞ୍ଚସଫ୍ଟ ମାଲିକ ତଥା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିଙ୍କୁ ଭାରତ-ନେପାଳ ସୀମାରୁ ଗିରଫ କରାଯାଇଥିଲା। […]
ସଂପୂର୍ଣ୍ଣ ପଢନ୍ତୁ