ପୀତବାସ ପଣ୍ଡା ହତ୍ୟା ମାମଲାରେ ନୂଆମୋଡ଼: ୧୫ ଲକ୍ଷରେ ହୋଇଥିଲା ଡିଲ୍
ବ୍ରହ୍ମପୁର,୨୦/୧୦: ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ନୂଆ ମୋଡ଼। ବ୍ରହ୍ମପୁରର ଜଣେ କର୍ପୋରେଟର ଏହି ହତ୍ୟା ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ବିହାରୀ ଯୁବକ ନୁହଁ ବରଂ ଦିଗପହଣ୍ଡି ଥାନା ଇଲାକାର ପିଲା ହିଁ ସୁପାରି ନେଇ ପୀତବାସଙ୍କୁ ଗୁଳି କରିଛନ୍ତି। ଏଥିପାଇଁ ୧୫ ଲକ୍ଷରୁ ଡିଲ୍ ହୋଇଥିଲା ବୋଲି ଶୁଣିବାକୁ ମିଳିଛି। ହେଲେ କର୍ପୋରେଟରଙ୍କ ସଂପୃକ୍ତି ଜଣାପଡ଼ିବା ପରେ ଏହି ହତ୍ୟା ଘଟଣା ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ଆଡ଼କୁ ଅଙ୍ଗୁଳି […]
ସଂପୂର୍ଣ୍ଣ ପଢନ୍ତୁ