କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷାର ତଦନ୍ତ ଭାର
ବ୍ରହ୍ମପୁର: ,୪/୧୦: ପୁଲିସ ଏସ୍ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷାର ତଦନ୍ତ ଦାୟିତ୍ବ। ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ସେ ତଦନ୍ତ କରିବେ। ସୁପରଭାଇଜିଂ ଅଫିସର ଭାବେ ରହିବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆ। ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି। କେବଳ ସେତିକି ନୁହେଁ, ଯେଉଁ ସବୁ ସଂସ୍ଥାରେ […]
ସଂପୂର୍ଣ୍ଣ ପଢନ୍ତୁ