ଇରାନ ଉପରେ ଆମେରିକାର ଆକ୍ରମଣ; ସେୟାର୍ ମାର୍କେଟ ଉପରେ ପଡ଼ିଲା ପ୍ରଭାବ
ନୂଆଦିଲ୍ଲୀ: ଇରାନର ତିନୋଟି ପରମାଣୁ କେନ୍ଦ୍ର ଉପରେ ଆମେରିକା ବୋମା ମାଡ଼ କରିବା ପରେ ମଧ୍ୟପ୍ରାଚ୍ୟ ସଙ୍କଟ ଆହୁରି ତୀବ୍ର ହୋଇଛି। ସେନସେକ୍ସ ପ୍ରାୟ ୫୦୦ ପଏଣ୍ଟ ଖୋଲିଥିଲା କିନ୍ତୁ ଶୀଘ୍ର ୮୦୦ ରୁ ଅଧିକ ହ୍ରାସ ପାଇଥିଲ। ଏପଟେ ନିଫ୍ଟି ପ୍ରାୟ ୨୫୦ ପଏଣ୍ଟ ହ୍ରାସ ପାଇଛି। ସକାଳ ୯.୪୫ ରେ, ସେନସେକ୍ସ ୮୧,୫୬୦ ପଏଣ୍ଟ ଏବଂ ନିଫ୍ଟି ୨୪,୮୫୯ ପଏଣ୍ଟରେ ଥିଲା। ବିଶ୍ୱ ମାନ୍ଦାବସ୍ଥା ପରେ ଭାରତୀୟ ବଜାରରେ ମଧ୍ୟ ସେୟାର୍ ବଜାର ହ୍ରାସ […]
ସଂପୂର୍ଣ୍ଣ ପଢନ୍ତୁ