ଜୁନ ୨୪ ସୁଦ୍ଧା ହାଜର ହୁଅ : ଶେଖ୍ ହାସିନାଙ୍କୁ ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ
ଢାକା : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଶେଖ ହାସିନାଙ୍କୁ ଜୁନ୍ ୨୪ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି। ମାନବତା ବିରୋଧୀ ଅପରାଧ, ହତ୍ୟା ଏବଂ ଗଣହତ୍ୟା ଭଳି ଗମ୍ଭୀର ଅଭିଯୋଗର ମାମଲା ଟ୍ରିବ୍ୟୁନାଲରେ ଶେଖ ହାସିନାଙ୍କ ବିରୋଧରେ ବିଚାରାଧୀନ ଅଛି। ପୂର୍ବତନ ପ୍ରଧାନମନ୍ତ୍ରୀ ହାସିନାଙ୍କ ଉପରେ ଜୁଲାଇ ୨୦୨୪ରେ ବାଂଲାଦେଶରେ ଛାତ୍ର ଆନ୍ଦୋଳନ ସମୟରେ ସାଧାରଣ […]
ସଂପୂର୍ଣ୍ଣ ପଢନ୍ତୁ