ମ୍ୟାଚ ହେଲା ବିଜୟ ରୂପାନିଙ୍କ ଡିଏନଏ
ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ଶିକାର ହୋଇଥିବା ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନିଙ୍କ ଡିଏନଏ ପରୀକ୍ଷା ମେଳ ଖାଇଛି। ଗୃହମନ୍ତ୍ରୀ ହର୍ଷ ସାଂଘଭି ଡିଏନଏ ମେଳକୁ ନିଶ୍ଚିତ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଲଣ୍ଡନ ଯିବାର କିଛି ମିନିଟ୍ ପରେ ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏୟାର ଇଣ୍ଡିଆ ବିମାନରେ ବିଜୟ ରୂପାନି ଥିଲେ। ବିମାନରେ ୨୪୨ ଜଣ ଥିଲେ, ଯେଉଁଥିରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିଲା। ବିମାନ ଦୁର୍ଘଟଣାରୁ କେବଳ […]
ସଂପୂର୍ଣ୍ଣ ପଢନ୍ତୁ