ବଡ଼ ବିପଦ ଆଶଙ୍କା : ଇରାନ ପରମାଣୁ କେନ୍ଦ୍ରରୁ ତେଜଷ୍କ୍ରିୟ ବିକିରଣ
ଭିଏନା : ଯାହା ଆଶଙ୍କା କରାଯାଉଥିଲା ତାହା ସତ ପ୍ରମାଣିତ ହେବାପରି ଲାଗୁଛି। ଇରାନର ପରମାଣୁ କେନ୍ଦ୍ର ଗୁଡ଼ିକ ଉପରେ ଇସ୍ରାଏଲର ଆକ୍ରମଣ ପରେ ସେଠାରୁ ତେଜଷ୍କ୍ରିୟ ବିକିରଣ ହେବାର ସଂକେତ ମିଳୁଛି ବୋଲି ଅନ୍ତର୍ଜାତୀୟ ପରମାଣୁ ଶକ୍ତି ସଂସ୍ଥା (ଆଇଏଇଏ) ପକ୍ଷରୁ ସତର୍କ କରାଯାଇଛି । ଆଇଏଇଏର ମହାନିର୍ଦ୍ଦେଶକ ରାଫେଲ ଗ୍ରସି କହିଛନ୍ତି ଯେ ଯୁଦ୍ଧ ସମୟରେ କୌଣସି ଦେଶ ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବା ଉଚିତ ନୁହେଁ । କାରଣ ସେଥିରୁ ଯେଉଁ […]
ସଂପୂର୍ଣ୍ଣ ପଢନ୍ତୁ