ପୁଣେରେ ଭୁଶୁଡ଼ିଲା ପାଦଚଲା ପୋଲ: ୨୦ ପର୍ଯ୍ୟଟକ ନିଖୋଜ, ୨ ମୃତ
ପୁଣେ : ଦେଶରେ ପୁଣି ଏକ ଦୁଃଖଦ ଦୁର୍ଘଟଣା ଘଟିଛି । ମହାରାଷ୍ଟ୍ରର ପୁଣେରେ ଇନ୍ଦ୍ରାୟଣୀ ନଦୀ ଉପରେ ନିର୍ମିତ ପୋଲର ଅଧା ଅଂଶ ଭାଙ୍ଗି ପଡ଼ିବାରୁ ୨୫ରୁ ୩୦ ଜଣ ଲୋକ ନଦୀରେ ପଡ଼ି ନିଖୋଜ ହୋଇଯାଇଛନ୍ତି । ନିଖୋଜ ଲୋକମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଯେତେବେଳେ ପୋଲଟି ଭୁଶୁଡ଼ି ପଡ଼ିଥିଲା, ସେହି ପୋଲ ଉପରେ ଅନେକ ଲୋକ ଉପସ୍ଥିତ ଥିଲେ। ଆଜି ରବିବାର ଥିବାରୁ ସେଠାରେ ବହୁ ସଂଖ୍ୟକ […]
ସଂପୂର୍ଣ୍ଣ ପଢନ୍ତୁ