ବ୍ରହ୍ମୋସ ଉତ୍ପାଦନ ୟୁନିଟ୍ ଉଦ୍ଘାଟନ କଲେ ରାଜନାଥ: ବର୍ଷକୁ ୧୦୦ କ୍ଷେପଣାସ୍ତ୍ର ତିଆରି ହେବ
ଲକ୍ଷ୍ନୌ: ପାକିସ୍ତାନ ସହିତ ବଢୁଥିବା ସାମରିକ ଉତ୍ତେଜନା ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର ଉତ୍ତରପ୍ରଦେଶର ଲକ୍ଷ୍ନୌର ପ୍ରତିରକ୍ଷା ଶିଳ୍ପ କରିଡରରେ ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟ୍କୁ ଭର୍ଚୁଆଲ୍ ଭାବରେ ଉଦ୍ଘାଟନ କରିଛନ୍ତି। ଉତ୍ପାଦନ ୟୁନିଟ୍କୁ ବାର୍ଷିକ ୮୦ ରୁ ୧୦୦କ୍ଷେପଣାସ୍ତ୍ର ନିର୍ମାଣ କରିବା ପାଇଁ ଡିଜାଇନ୍ କରାଯାଇଛି। ଲକ୍ଷ୍ନୌରେ ବ୍ରହ୍ମୋସ୍ ଏରୋସ୍ପେସ୍ ଇଣ୍ଟିଗ୍ରେସନ୍ ଏବଂ ପରୀକ୍ଷଣ ସୁବିଧାର ଉଦ୍ଘାଟନ ଉତ୍ସବରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି, ଆଜି ଜାତୀୟ ପ୍ରଯୁକ୍ତିବିଦ୍ୟା […]
ସଂପୂର୍ଣ୍ଣ ପଢନ୍ତୁ