ଅବୁ ମୁଶା ପହଲଗାଓଁ ଆକ୍ରମଣର ମାଷ୍ଟର ମାଇଣ୍ଡ !
ଶ୍ରୀନଗର : ଲସ୍କର-ଇ-ତୋଇବା କମାଣ୍ଡର ଅବୁ ମୁଶା ପହଲଗାଓଁ ଆକ୍ରମଣର ମାଷ୍ଟର ମାଇଣ୍ଡ ବୋଲି କୁହାଯାଇଛି। ଚଳିତମାସ ୧୮ରେ ପାକ୍ ଅଧିକୃତ କାଶ୍ମୀର (ପିଓକେ)ର ରାୱଲକୋଟ୍ରେ ଏକ ସଭାକୁ ସମ୍ବୋଧିତ କରିବା ଅବସରରେ ଅବୁ ଏହି ଆକ୍ରମଣ ସମ୍ପର୍କରେ ପ୍ରାକ୍ ସୂଚନା ଦେଇଥିଲା। ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ପ୍ରତ୍ୟାହାର କରାଯାଇଥିବାରୁ ଆତଙ୍କବାଦୀ ଆକ୍ରମଣ ଜରିଆରେ ଏହି ଅଞ୍ଚଳର ଭୌଗୋଳିକ ସ୍ଥିତିକୁ ସମ୍ପୂର୍ଣ୍ଣ ବଦଳାଇ ଦିଆଯିବ ବୋଲି ଅବୁ ସେତେବେଳେ ଧମକ ଦେଇଥିଲା। ଭାରତ ସରକାରଙ୍କୁ ଚାଲେଞ୍ଜ ଦେଇ […]
ସଂପୂର୍ଣ୍ଣ ପଢନ୍ତୁ