ଏନ୍ଏସ୍ଏବିରେ ବଡ଼ ପରିବର୍ତ୍ତନ: ପୂର୍ବତନ ‘ର’ ମୁଖ୍ୟ ହେଲେ ଅଧ୍ୟକ୍ଷ
ନୂଆଦିଲ୍ଲୀ: ସରକାର ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ(ଏନ୍ଏସ୍ଏବି)କୁ ପୁନର୍ଗଠିତ କରିଛନ୍ତି। ପୂର୍ବତନ ‘ର’ ମୁଖ୍ୟ ଆଲୋକ ଜୋଶୀଙ୍କୁ ଏହାର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ବୋର୍ଡରେ ପୂର୍ବତନ ପଶ୍ଚିମ ବାୟୁସେନା କମାଣ୍ଡର ଏୟାର ମାର୍ଶାଲ ପିଏମ୍ ସିହ୍ନା, ପୂର୍ବତନ ଦକ୍ଷିଣ ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ଏକେ ସିଂହ ଏବଂ ରିଅର ଆଡମିରାଲ ମଣ୍ଟି ଖାନ୍ନାଙ୍କୁ ସାମରିକ ସେବାରୁ ଅବସରପ୍ରାପ୍ତ ଅଧିକାରୀ ଭାବରେ ଅନ୍ତର୍ଭୁକ୍ତ କରାଯାଇଛି। ରାଜୀବ ରଞ୍ଜନ ବର୍ମା ଏବଂ ମନମୋହନ ସିଂହ ଭାରତୀୟ ପୁଲିସ ସେବାର […]
ସଂପୂର୍ଣ୍ଣ ପଢନ୍ତୁ