୨୨ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାଉଦି ଆରବ ଗସ୍ତ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୨ରେ ସାଉଦି ଆରବ ଗସ୍ତରେ ଯିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ସାଉଦି ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ସେଠାକୁ ଯାଉଛନ୍ତି। ଦୁଇ ଦିନିଆ ଗସ୍ତ କାଳରେ ମୋଦୀ ଓ ସଲମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗ ନେଇ ଦ୍ବିପାକ୍ଷିକ ଆଲୋଚନା କରାଯିବ। ଅନ୍ୟ ରାଷ୍ଟ୍ର ତୁଳନାରେ ସାଉଦି ଆରବରେ ସବୁଠାରୁ ଅଧିକ ଭାରତୀୟ କାର୍ଯ୍ୟରତ ଅଛନ୍ତି। ଏହାବ୍ୟତୀତ ଇସଲାମିକ ରାଷ୍ଟ୍ରଙ୍କ ମଧ୍ୟରେ ସାଉଦି […]
ସଂପୂର୍ଣ୍ଣ ପଢନ୍ତୁ