ବିହାରରେ ମୁଣ୍ଡ ଟେକିଲେଣି ନୂଆଦଳ, ବଦଳାଇ ଦେଇପାରନ୍ତି ରାଜନୀତିର ଦୃଶ୍ୟପଟ୍ଟ
ପାଟଣା: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନରେ ଭାଗ୍ୟ ପରଖିବେ ସବୁ ରାଜନୈତିକ ଦଳ । ଏହି ନିର୍ବାଚନରେ ଗୋଟିଏ ପଟେ ବିଜେପି, ଜନତା ଦଳ ୟୁନାଇଟେଡ୍, ଆରଜେଡି ଏବଂ କଂଗ୍ରେସ ପରି ପୁରୁଣା ଦଳଗୁଡ଼ିକ ପ୍ରତିଦ୍ୱନ୍ଦିତା କରିବେ । ଅନ୍ୟପଟେ ନିର୍ବାଚନ ରଣନୀତିକାରରୁ ରାଜନେତା ପାଲଟିଥିବା ପ୍ରଶାନ୍ତ କିଶୋରଙ୍କ ‘ଜନ ସୁରଜ’ ଭଳି ନୂଆ ଦଳର ନେତାମାନେ ଅନ୍ୟ ପୁରୁଖା ନେତାମାନଙ୍କ ସହ ନିର୍ବାଚନୀ ମୁକାବିଲା କରିବେ । ଏହି ଦଳଗୁଡ଼ିକ ତାଲିକାରେ […]
ସଂପୂର୍ଣ୍ଣ ପଢନ୍ତୁ