କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଧକ୍କା, ମୁଡା ଦୁର୍ନୀତି ମାମଲାରେ ତଦନ୍ତ ଜାରି ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ବେଙ୍ଗାଲୁରୁ : କର୍ଣ୍ଣାଟକର ଏକ ସ୍ୱତନ୍ତ୍ର କୋର୍ଟ ଏମୟୁଡିଏ (ମୁଡା) ଜମି ଆବଣ୍ଟନ ମାମଲାର ତଦନ୍ତ ଜାରି ରଖିବାକୁ ଲୋକାୟୁକ୍ତ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜଡିତ ଥିବା ଅଭିଯୋଗ ହୋଇଛି। ମୁଡା ମାମଲାରେ ଲୋକାୟୁକ୍ତ ପୋଲିସ ଦ୍ୱାରା ଦାଖଲ କରାଯାଇଥିବା ବି-ରିପୋର୍ଟ ଉପରେ ପ୍ରଶ୍ନ ଉଠାଇ ସୂଚନା ଅଧିକାର କର୍ମୀ ସ୍ନେହମୟୀ କୃଷ୍ଣଙ୍କ ଦ୍ୱାରା ଦାୟର ଏକ ଆବେଦନ ଉପରେ କୋର୍ଟ ଏହି ଆଦେଶକୁ ସ୍ଥଗିତ ରଖିଛନ୍ତି। କୋର୍ଟ କହିଛନ୍ତି ଯେ […]

ସଂପୂର୍ଣ୍ଣ ପଢନ୍ତୁ
Robert Vadra Ani 1671742984862 1712935467905

ଲୋକେ ଚାହୁଁଛନ୍ତି ମୁଁ ରାଜନୀତିକୁ ଆସେ କିନ୍ତୁ ବିଜେପି ମତେ ଆସିବାକୁ ଦେଉନି – ରବର୍ଟ ଭଦ୍ରା

ନୂଆଦିଲ୍ଲୀ: ଇଡିରେ ହାଜର ହେବାକୁ ଯିବା ବେଳେ ବିଜେପି ଉପରେ ବର୍ଷିଲେ ରବର୍ଟ ଭଦ୍ରା । ବିଜେପି ଏବଂ ତାର ନିମ୍ନ ମାନସିକତା ନେଇ ଟାର୍ଗେଟ୍ କରିଛନ୍ତି ରବର୍ଟ । ମାମଲାରେ କିଛି ନାହିଁ ଏହା କେବଳ ରାଜନୈତିକ ପ୍ରତିଶୋଧ ବୋଲି କହି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ରବର୍ଟ । ଏଥିସହ ତାଙ୍କ ସ୍ବରକୁ ଚାପିବାକୁ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରାଯାଉଥିବା ରବର୍ଟ କହିଛନ୍ତି । ତେବେ ହରିୟାଣା ଶିକୋହପୁର ଜମି ଦୁର୍ନୀତି ମାମଲାରେ ଇଡି ୨ୟ […]

ସଂପୂର୍ଣ୍ଣ ପଢନ୍ତୁ
161215111807 Trump Xi Jinping Slipt Getty

ନଇଁଲା ଚୀନ୍ : ଶୁଳ୍କକୁ ସମ୍ପୂର୍ଣ୍ଣ ବାତିଲ କରିବାକୁ ଆମେରିକାକୁ ନିବେଦନ କଲା

ନୂଆଦିଲ୍ଳୀ: ବାଣିଜ୍ୟିକ ଶୁଳ୍କକୁ ନେଇ ଆମେରିକା ଓ ଚୀନ ମୁହାଁମୁହିଁ ହୋଇଛନ୍ତି । ଉଭୟ ଉଭୟଙ୍କ ଉପରେ ଶୁଳ୍କ ଲଗାଇବାରେ ବ୍ୟସ୍ତ ଅଛନ୍ତି । ଯାହାଦ୍ବାରା ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପଡ଼ୁଛି। ବିଶ୍ବର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଉପରେ ଚୀନ ଚାପ ପ୍ରୟୋଗ କରିବାକୁ ଚେଷ୍ଟା ତ କରିଥିଲା ହେଲେ ତାହା କାମ ଦେଲାନି । ସେଇଥି ଲାଗି ତ ଚାପ ବଦଳରେ ଅନୁରୋଧର ରାସ୍ତା ଆପଣାଇଛି ବେଜିଂ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ହାଇଜାକ୍ ହୋଇ ସାରିଛନ୍ତି ନୀତୀଶ ଜୀ…. – ତେଜସ୍ବୀ ଯାଦବ

ନୂଆଦିଲ୍ଲୀ: ନୀତୀଶ କୁମାରଙ୍କ ଉପରେ ବର୍ଷିଲେ ତେଜସ୍ବୀ ଯାଦବ । ରାହୁଲ ଗାନ୍ଧୀଙ୍କୁ ଭେଚିବା ପରେ ନୀତୀଶଙ୍କୁ କଲେ ନିଶାନା । କହିଲେ ହାଇଜାକ୍ ହୋଇ ସାରିଛନ୍ତ ନୀତୀଶ ଜୀ… ବିହାର ନିର୍ବାଚନ ଚଳିତ ବର୍ଷ ଶେଷ ଆଡକୁ ଥିବା ବେଳେ ତାଆଗରୁ ବିହାର ନେତାଙ୍କ ମୁହଁରୁ ଶୁଣିବାକୁ ମିଳୁଛି ବଡ ବଡ ବୟାନ ଆଉ ନିର୍ବାଚନରେ କ୍ଷମତା ହାସଲ ସହ ସରକାର ଗଢିବାକୁ ରଣନୀତି ପ୍ରସ୍ତୁତରେ ଲାଗି ପଡିଛନ୍ତି ହେଭିୱେଟ୍ ନେତା । ଆଉ ସେହି […]

ସଂପୂର୍ଣ୍ଣ ପଢନ୍ତୁ
2025 04 07t182500z 902881665 Rc26tda8e5n9 Rtrmadp 3 Israel Palestinians Egypt Macron

ଡ୍ରଗ୍ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରି ନିଜେ ଫସିଗଲେ ମାକ୍ରନ୍: ଜେଲ୍ ଉପରେ ଆକ୍ରମଣ

ପ୍ୟାରିସ୍: ଫ୍ରାନ୍ସର ଡ୍ରଗ୍ ମାଫିଆମାନେ ସରକାରଙ୍କ ବିରୋଧରେ ବନ୍ଧୁକ ଉଠାଇଛନ୍ତି। ଦେଶରେ ନିଶା ନିବାରଣ ବିରୋଧରେ ଏକ କଠୋର ଅଭିଯାନ ଆରମ୍ଭ ହୋଇଛି। ଅନେକ ଡ୍ରଗ୍ସ ମାଫିଆଙ୍କୁ ମଧ୍ୟ ଗିରଫ କରାଯାଇଛି। ସରକାରଙ୍କ କଠୋର କାର୍ଯ୍ୟାନୁଷ୍ଠାନ ଏବେ ନିଜ ପାଇଁ ମହଙ୍ଗା ପଡ଼ିଛି। ପ୍ରକୃତରେ, ଏହି କାର୍ଯ୍ୟାନୁଷ୍ଠାନ ପରେ, ସୋମବାର ବିଳମ୍ବିତ ରାତିରେ ସେଠାକାର ଜେଲ୍‌ଗୁଡ଼ିକ ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସରକାରଙ୍କୁ ସମ୍ପୂର୍ଣ୍ଣ ଭାବରେ ଦୋହଲାଇ ଦେଇଥିବା ବିଶେଷଜ୍ଞ ମତପୋଷଣ […]

ସଂପୂର୍ଣ୍ଣ ପଢନ୍ତୁ
P 1

ପ୍ରଥମ ଥର ପାଇଁ ମହାକାଶ ଯାତ୍ରା କରିବେ ୬ ମହିଳା

ଏକ ସାଙ୍ଗରେ ୬ ମହିଳା ଯିବେ ମହାକାଶ । ପପ୍ ଗାୟିକା, ସାମ୍ବାଦିକ, ବୈଜ୍ଞାନିକ, ଫିଲ୍ମ ନିର୍ମାତା ଏପରି ଭିନ୍ନ ଭିନ୍ନ କ୍ଷେତ୍ରର ୬ ଜଣ ମହିଳା ଗ୍ରୁପ୍ ହୋଇ ମହାକାଶ ଯାତ୍ରା କରିବେ । ଆଜି ଏହି ୬ ମହିଳାଙ୍କ ଟିମ୍ ଜେଫ୍ ବେଜୋସଙ୍କ କମ୍ପାନୀ ବ୍ଲୁ ଓରିଜିନର ନ୍ୟୁ ସେପର୍ଡ ରକେଟ୍ ଜରିଆରେ ମହାକାଶ ଯିବେ । ପ୍ରଥମ ଥର ପାଇଁ ମହିଳାଙ୍କ ଏକ ଟିମ୍ ମହାକାଶ ଯାତ୍ରା କରିବେ । ପୂର୍ବରୁ ୧୯୬୩ରେ […]

ସଂପୂର୍ଣ୍ଣ ପଢନ୍ତୁ

ମିଆଁମାରରେ ପୁଣି ୪.୫ ତୀବ୍ରତାର ଭୂମିକମ୍ପ

ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମିଆଁମାରରେ ସୋମବାର ୪.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏନସିଏସ ଅନୁଯାୟୀ, ଏହି ଭୂମିକମ୍ପ ୧୦ କିଲୋମିଟର ଗଭୀରତାରେ ହୋଇଥିଲା। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନସିଏସ ଏହି ତଥ୍ୟ ପ୍ରଦାନ କରିଛି। ସେପଟେ ମିଆଁମାର ସରକାରଙ୍କ ଆନୁଷ୍ଠାନିକ ଅନୁରୋଧ କ୍ରମେ ଅପରେସନ ବ୍ରହ୍ମା ଅଧୀନରେ ଭାରତୀୟ ସେନା ଇଞ୍ଜିନିୟରଙ୍କ ଏକ ବିଶେଷଜ୍ଞ ଦଳ ଗତ ୬ ତାରିଖରେ ଦେଶରେ ପହଞ୍ଚି ଆଞ୍ଚଳିକ ସହାୟତା ଏବଂ […]

ସଂପୂର୍ଣ୍ଣ ପଢନ୍ତୁ
Shah Rukh

ପ୍ରଶଂସକଙ୍କ ପାଇଁ ଶାହରୁଖଙ୍କ ବଙ୍ଗଳାରେ ରାତି ବିତାଇବାର ସୁଯୋଗ

ମୁମ୍ବଇ: ଶାହରୁଖ ଖାନ ତାଙ୍କ ପ୍ରଶଂସକମାନଙ୍କୁ ଏକ ନିଆରା ଉପହାର ଦେଉଛନ୍ତି। ଏବେ ଆପଣ ତାଙ୍କ ରାଜକୀୟ ଜୀବନଶୈଳୀକୁ ଗୋଟିଏ ରାତି ପାଇଁ ବଞ୍ଚିପାରିବେ। କାଲିଫର୍ଣ୍ଣିଆର ବେଭର୍ଲି ହିଲ୍ସରେ ତାଙ୍କ ବିଳାସପୂର୍ଣ୍ଣ ବଙ୍ଗଳା ଭଡ଼ା ପାଇଁ ଉପଲବ୍ଧ। ଏହି ବିଳାସପୂର୍ଣ୍ଣ ଘର ପ୍ରସିଦ୍ଧ ରୋଡିଓ ଡ୍ରାଇଭରୁ ମାତ୍ର କିଛି ମିନିଟ୍ ଦୂରରେ ଅବସ୍ଥିତ। ଏଥିରେ ଛଅଟି ସୁନ୍ଦର ଶୟନ କକ୍ଷ ଅଛି, ଯାହା ଅତିଥିମାନଙ୍କୁ ଏକ ସୁନ୍ଦର ଅନୁଭୂତି ଦେବ। ଖର୍ଚ୍ଚ କରିବାକୁ ପଡ଼ିବ ଏତେ ଟଙ୍କା-  […]

ସଂପୂର୍ଣ୍ଣ ପଢନ୍ତୁ
Fla

ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ: ନୂତନ ଟର୍ମିନାଲ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ, ବ୍ୟୟ ଅଟକଳ ୪୧୦କୋଟି

ହିସର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ହିସାରରୁ ଅଯୋଧ୍ୟାକୁ ଏକ ବ୍ୟବସାୟିକ ବିମାନ ଉଡ଼ାଣ ପାଇଁ ବିମାନବନ୍ଦରରେ ନୂତନ ଟର୍ମିନାଲ ବିଲ୍ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ତାଙ୍କ ଦଳ ଦ୍ୱାରା ରାଜ୍ୟର ଦାୟିତ୍ୱ ତାଙ୍କୁ  ଦିଆଯାଇଥିଲା, ସେତେବେଳେ ସେ ଅନେକ ସହକର୍ମୀଙ୍କ ସହିତ ଘନିଷ୍ଠ ଭାବେ କାମ କରିଥିଲେ। ହରିୟାଣାରେ ଦଳର ମୂଳଦୁଆକୁ ମଜବୁତ କରିବାରେ ସେ ଏହି ସହକର୍ମୀଙ୍କ ଉତ୍ସର୍ଗ ଏବଂ ଉଦ୍ୟମକୁ ପ୍ରଶଂସା କରିଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ
Se

୧୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ

ନୂଆଦିଲ୍ଲୀ:  ଗୁଜୁରାଟ ଉପକୂଳବର୍ତ୍ତୀ ଆନ୍ତର୍ଜାତୀୟ ସାମୁଦ୍ରିକ ସୀମା ନିକଟରେ ଆଇନ ଶୃଙ୍ଖଳାକାରୀ ସଂସ୍ଥା ୧,୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ କରିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର କହିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରିଥିବା ମେସେଜରେ କହିଛନ୍ତି ଯେ ନରେନ୍ଦ୍ର ମୋଦୀ ସରକାର  ଡ୍ରଗ୍ ନେଟୱାର୍କକୁ ମୂଳୋତ୍ପାଟନ ପାଇଁ କଠୋର ନିଷ୍ପତ୍ତି ନେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ସେ ଲେଖିଛନ୍ତି ଯେ, ନିଶା ମୁକ୍ତ ଭାରତ ନିର୍ମାଣର […]

ସଂପୂର୍ଣ୍ଣ ପଢନ୍ତୁ