Sudarshana Patnaik

ବ୍ରିଟେନରେ ସମ୍ମାନିତ ହେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ବର: ବ୍ରିଟେନରେ ସମ୍ମାନ୍ନିତ ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ  । ପୁଣି ବିଦେଶରେ ନିଜର ଚମକ ଦେଖାଇଲେ । ତେବେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିନାମା ଅର୍ଜନ କରିଥିବା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବ୍ରିଟେନରେ ପ୍ରଥମ ‘ଫ୍ରେଡ୍ ଡାରିଙ୍ଗଟନ୍ ସ୍ୟାଣ୍ଡ ମାଷ୍ଟର ଆଓ୍ବାର୍ଡ଼’ ପାଇଛନ୍ତି । ବ୍ରିଟେନ୍ ୱେମାଉଥ ସହରରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବରେ ତାଙ୍କର ଚମତ୍କାର କଳାକୃତି ପାଇଁ ସୁଦର୍ଶନ ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି […]

ସଂପୂର୍ଣ୍ଣ ପଢନ୍ତୁ
Ewa7nnp5vsgxiqdgr25z

ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ; ତାମିଲନାଡ଼ୁର ନେତା ତାମିଲରେ ହସ୍ତାକ୍ଷର କରନ୍ତି ନାହିଁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ରାମେଶ୍ୱରମରେ ନୂତନ ପମ୍ବନ ରେଳ ସେତୁର ଉଦଘାଟନ କରିଛନ୍ତି। ଏହା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ରାଲିକୁ ସମ୍ବୋଧିତ କରିବା ସମୟରେ ଭାଷା ବିବାଦକୁ ଉଗ୍ର କରିବା ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଏବଂ ତାଙ୍କ ଦଳ ଡିଏମକେକୁ ଟାର୍ଗେଟ କରିଥିଲେ। ଏମକେ ଷ୍ଟାଲିନଙ୍କୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, “ତାମିଲନାଡୁର ମନ୍ତ୍ରୀମାନେ ତାମିଲ ଭାଷା ବିଷୟରେ ଗର୍ବର ସହିତ କଥା ହୁଅନ୍ତି, କିନ୍ତୁ ମୋତେ […]

ସଂପୂର୍ଣ୍ଣ ପଢନ୍ତୁ
Pmpamban

ରାମନବମୀରେ ଖୋଲିଲା ନୂଆ ପମ୍ବନ ବ୍ରିଜ, ପ୍ରଥମ ଥର ଗଡିଲା ରାମେଶ୍ବରମ ତାମ୍ବରମ ଟ୍ରେନ

ଚେନ୍ନାଇ : ରବିବାର ରାମନବମୀ ଅବସରରେ ଉଦ୍‌ଘାଟିତ ହୋଇଛି ଭାରତର ପ୍ରଥମ ଭର୍ଟିକାଲ ଲିଫ୍ଟ ସି ବ୍ରିଜ। ତାମିଲନାଡୁ ଗସ୍ତ ଅବସରରେ ନୂଆ ପମ୍ବନ ବ୍ରିଜର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାମେଶ୍ବରମ-ତାମ୍ବରମ ନୂଆ ଟ୍ରେନ ସେବାକୁ ପତକା ଦେଖାଇ ଶୁଭାରମ୍ଭ କରିବା ପରେ ପମ୍ବନରେ ଦୌଡିଛି ଟ୍ରେନ  । ଏଥି ସହ ୮ହଜାର ୩ଶହ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । […]

ସଂପୂର୍ଣ୍ଣ ପଢନ୍ତୁ
2 184 1743938606422

ଅଯୋଧ୍ୟାରେ ଭଗବାନ ରାମଙ୍କ ଜନ୍ମୋତ୍ସବ; ୪ ମିନିଟ୍ ଯାଏଁ ସୂର୍ଯ୍ୟ ତିଳକ ଦେଖିଲେ ଶ୍ରଦ୍ଧାଳୁ

ଅଯୋଧ୍ୟା: ପବିତ୍ର ରାମନବମୀ । ପୂରା ଦେଶରେ ଉତ୍ସବର ମାହୋଲ । ରାମ ରସରେ ଡୁବିଲା ରାମନଗରୀ । ପ୍ରଭୁ ରାମଲଲାଙ୍କ ଜନ୍ମଦିନରେ ଅଯୋଧ୍ୟାରେ ଆନନ୍ଦ ଉଲ୍ଲାସ । ପୂର୍ବ ନୀତିନିର୍ଘଣ୍ଟ ଅନୁଯାୟୀ, ସକାଳ ସାଢ଼େ ୯ଟାରେ ରାମଲଲାଙ୍କ ସ୍ବତନ୍ତ୍ର ଅଭିଷେକ ହୋଇଥିଲା । ଏହା ପରେ ପ୍ରଭୁ ରାମଙ୍କୁ ଭବ୍ୟ ସୁଙ୍ଗାର କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଏକ ଘଣ୍ଟା ଧରି ଚାଲିଥିଲା । ମଧ୍ୟାହ୍ଣ ୧୨ଟାରେ ରାମଲାଲଙ୍କ ଭବ୍ୟ ସୂର୍ଯ୍ୟ ତିଳକ କରାଯାଇଛି । […]

ସଂପୂର୍ଣ୍ଣ ପଢନ୍ତୁ
Jh7y6s42rekchbzvjjl8

ଦୁଷ୍କର୍ମ ମାମଲାରେ ଜୈନମୁନି ଶାନ୍ତିସାଗରଙ୍କୁ ୧୦ ବର୍ଷ ଜେଲ୍

ସୁରଟ: ୧୯ ବର୍ଷୀୟା ଯୁବତୀଙ୍କ ବଳାତ୍କାର ମାମଲାରେ କୋର୍ଟ ଦିଗମ୍ବର ଜୈନ ମୁନି ଶାନ୍ତିସାଗର ମହାରାଜଙ୍କୁ ୧୦ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି। ସୁରଟ ସେସନ୍ସ କୋର୍ଟ ଶୁକ୍ରବାର ଶାନ୍ତିସାଗର ମହାରାଜଙ୍କୁ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆଜି ଏହି ମାମଲାରେ ଦଣ୍ଡ ଘୋଷଣା କରାଯାଇଛି। ୨୦୧୭ ମସିହାରେ, ଜଣେ ୧୯ ବର୍ଷୀୟ ଶ୍ରାବିକା (ମହିଳା ଜୈନ ଭକ୍ତ) ଦିଗମ୍ବର ଜୈନ ମୁନି ଶାନ୍ତିସାଗରଙ୍କ ଦ୍ୱାରା ବଳାତ୍କାରର ଶିକାର ହୋଇଥିଲେ। ଶୁକ୍ରବାର ଦିନ ତାଙ୍କୁ ଏହି ମାମଲାରେ […]

ସଂପୂର୍ଣ୍ଣ ପଢନ୍ତୁ
Download (2)

ଦେଶବ୍ୟାପୀ ୮.୮ ଲକ୍ଷ ୱାକଫ ସମ୍ପତ୍ତି ବିବାଦ ଘେରରେ

ନୂଆଦିଲ୍ଲୀ: ସଂସଦର ଲୋକସଭା ଏବଂ ରାଜ୍ୟସଭାରେ ବହୁମତରେ ୱାକଫ (ସଂଶୋଧନ) ବିଲ୍ ପାରିତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସାରା ଦେଶରେ ମୋଟ ୮.୮ ଲକ୍ଷ ୱାକଫ ସମ୍ପତ୍ତି ମଧ୍ୟରୁ ୭୩,୦୦୦ରୁ ଅଧିକ ସମ୍ପତ୍ତି ବିବାଦାଧୀନ ଅଛି। ନୂତନ ବିଲ୍‌ର ବ୍ୟବସ୍ଥାଗୁଡ଼ିକ ଏହି ସମ୍ପତ୍ତିଗୁଡ଼ିକ ଉପରେ ସିଧାସଳଖ ପ୍ରଭାବ ପକାଇପାରେ। ସୂଚନାଯୋଗ୍ୟ, ୱାକଫ ଏକ ଇସଲାମିକ ପରମ୍ପରା ଯେଉଁଥିରେ ଜଣେ ମୁସଲମାନ ବ୍ୟକ୍ତି ନିଜର ସମ୍ପତ୍ତିକୁ ଧାର୍ମିକ, ସାମାଜିକ କିମ୍ବା ବ୍ୟକ୍ତିଗତ […]

ସଂପୂର୍ଣ୍ଣ ପଢନ୍ତୁ
Download (1)

ରାମନବମୀରେ ଉଦ୍‌ଘାଟନ ହେବ ନୂଆ ପାମ୍ବନ ରେଳ ସେତୁ: ମୋଦି କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ,୫।୪: ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁ ଗସ୍ତ କରି ରାମେଶ୍ୱରମକୁ ମୁଖ୍ୟ ଭୂମି ସହିତ ସଂଯୋଗ କରୁଥିବା ନୂତନ ପାମ୍ବନ ରେଳ ସେତୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଏବଂ ସଡ଼କ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଭାଗନେଇ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ। ପ୍ରଧାନମନ୍ତ୍ରୀ ରାମେଶ୍ୱରମ-ତାମ୍ବରମ (ଚେନ୍ନାଇ) ନୂତନ ଟ୍ରେନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ଏପ୍ରିଲ ୬ରେ ତାମିଲନାଡୁ ଗସ୍ତ […]

ସଂପୂର୍ଣ୍ଣ ପଢନ୍ତୁ

ଖସିଲା ସୁନା ଓ ରୂପା ଦର

ନୂଆଦିଲ୍ଲୀ,୫।୪: ସୁନା ଓ ରୂପାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଦେଖାଦେଇଛି। ଅର୍ଥନୈତିକ ମାନ୍ଦ୍ୟ ଭୟ ଏବଂ ବିଶ୍ୱବ୍ୟାପୀ ଶେୟାର ବଜାରରେ ହତାଶା ସତ୍ତ୍ୱେ ସୁନା, ଯାହାକୁ ସାଧାରଣତଃ ନିରାପଦ ବିନିଯୋଗ ଭାବେ ବିବେଚନା କରାଯାଏ, ଶୁକ୍ରବାର ସୁନା ପ୍ରାୟ ୧% ହ୍ରାସ ପାଇଛି। ଏହା ସହିତ ରୂପାର ମୂଲ୍ୟ ମଧ୍ୟ ୮% ପର୍ଯ୍ୟନ୍ତ ଖସିଯାଇଛି। ଏହି ହ୍ରାସର ମୁଖ୍ୟ କାରଣ ହେଉଛି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଘୋଷିତ “ପାରସ୍ପରିକ ଶୁଳ୍କ” (reciprocal tariffs) […]

ସଂପୂର୍ଣ୍ଣ ପଢନ୍ତୁ
O2civjd4dkpckxttuuo1

ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ସ୍ତ୍ରୀକୁ ହାତୁଡିରେ ପିଟି ହତ୍ୟା କଲା ସ୍ବାମୀ

ନୋଏଡା: ନୋଏଡାରେ ଜଣେ ୫୫ ବର୍ଷୀୟ ବ୍ୟକ୍ତି ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ତାଙ୍କ ପତ୍ନୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଲିସ ଅନୁସାରେ, ଅଭିଯୁକ୍ତ ନୁରୁଲ୍ଲା ହାଇଦର ତାଙ୍କ ପତ୍ନୀ ଆସମା ଖାନଙ୍କ ମୁଣ୍ଡରେ ହାତୁଡି ମାରିବାରୁ ତାଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ଦିନ ନୋଏଡାର ସେକ୍ଟର ୧୫ ଅଞ୍ଚଳରେ ଏହି ଘଟଣା ଘଟିଛି। ସୂଚନା ମୁତାବକ, ୪୨ ବର୍ଷୀୟା ଆସମା ଜଣେ ସଫ୍ଟୱେର୍ ଇଞ୍ଜିନିୟର ଥିଲେ ଏବଂ ନୋଏଡାର ସେକ୍ଟର ୬୨ରେ ଏକ […]

ସଂପୂର୍ଣ୍ଣ ପଢନ୍ତୁ
Qblmmjfw6uur1lgcomzf

ଭାରତ ବିରୋଧରେ ଶ୍ରୀଲଙ୍କା ମାଟିର ଉପଯୋଗ ହେବ ନାହିଁ : ଦିସାନାୟକେ

କଲମ୍ବୋ: ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା ଦିସାନାୟକେ ଚୀନର ନାମ ନ ନେଇ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପସ୍ଥିତିରେ ସେ ଭାରତକୁ ଆଶ୍ୱାସନା ଦେଇଥିଲେ ଯେ ଶ୍ରୀଲଙ୍କା ଭାରତର ସୁରକ୍ଷା ସ୍ୱାର୍ଥ ବିରୁଦ୍ଧରେ ପଦକ୍ଷେପ ନେବା ପାଇଁ ଏହାର ଭୂଖଣ୍ଡ ବ୍ୟବହାର କରିବାକୁ ଦେବ ନାହିଁ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା ଦିସାନାୟକ ସମ୍ପୁର ସୌରଶକ୍ତି ପ୍ରକଳ୍ପକୁ ଭର୍ଚୁଆଲ୍ ଭାବରେ ଉଦଘାଟନ କରିଥିଲେ। ଏହା ସହିତ, ଭାରତ ଏବଂ […]

ସଂପୂର୍ଣ୍ଣ ପଢନ୍ତୁ