ମଣିପୁରରେ ଶାନ୍ତିର ଆଲୋକ ! ମୈତେଇ ଓ କୁକି ପ୍ରତିନିଧିଙ୍କ ସହ ଆଲୋଚନା କଲେ ସରକାର
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଶନିବାର ମଣିପୁରର ମୈତେଇ ଏବଂ କୁକି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହିତ ଏକ ବୈଠକ କରିଛନ୍ତି। ଦୁଇ ସଂପ୍ରଦାୟ ମଧ୍ୟରେ ଗତ ଦୁଇ ବର୍ଷ ହେଲା ଚାଲିଥିବା ହିଂସା ମଧ୍ୟରେ ଏହି ବୈଠକ ଶାନ୍ତି ପାଇଁ ଏକ ଆଶାର ଆଲୋକ ନେଇ ଆସିଛି । ସୂତ୍ର ଅନୁଯାୟୀ, ୨୦୨୩ ମଇ ମାସରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦର ଏକ ସୌହାର୍ଦ୍ଦପୂର୍ଣ୍ଣ ସମାଧାନ ଖୋଜିବା ପାଇଁ କେନ୍ଦ୍ର ସରକାରଙ୍କ ପଦକ୍ଷେପର ଏକ ଅଂଶ […]
ସଂପୂର୍ଣ୍ଣ ପଢନ୍ତୁ