20250402100157 Poonam Gupta

ପୁନମ ଗୁପ୍ତା ଆରବିଆଇ ଡେପୁଟି ଗଭର୍ଣ୍ଣର ନିଯୁକ୍ତ

ଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଗତ ଜାନୁୟାରୀରେ ଆରବିଆଇ ଡେପୁଟି ଗଭର୍ଣ୍ଣର ଥିବା ଏମ.ଡି. ପାତ୍ରଙ୍କ କାର୍ଯ୍ୟକାଳ ସରିବା ପରଠାରୁ ଉକ୍ତ ପଦବୀଟି ଖାଲି ପଡ଼ିଥିଲା। ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି(ଏସିସି) ପୁନମଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ତେବେ ପୁନମଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Nhai 700x430

୫୬୦୦ କିଲୋମିଟର ରାଜପଥ ନିର୍ମାଣ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଆଜି ଏକ ବିବୃତିରେ କହିଛି ଯେ ଜାତୀୟ ରାଜପଥ ଭିତ୍ତିଭୂମିର ବିକାଶ ପାଇଁ ପୁଞ୍ଜି ବ୍ୟୟ ୨ ଲକ୍ଷ ୪୦ ହଜାର କୋଟି ଟଙ୍କାର ଲକ୍ଷ୍ୟ ଧାର୍ଯ୍ୟ ବ୍ୟୟ ତୁଳନାରେ ଅସ୍ଥାୟୀ ଭାବେ […]

ସଂପୂର୍ଣ୍ଣ ପଢନ୍ତୁ
Ser

ୱାକଫ ବିଧେୟକକୁ ସ୍ବାଗତ କଲେ ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା

ୱାକଫ ସଂଶୋଧନ ବିଧେୟକ ବୁଧବାର ସଂସଦରେ ଆଗତ ହୋଇଛି। ଏହା ଉପରେ ୮ ଘଣ୍ଟା ଆଲୋଚନା ହେବ। ତେବେ ବିଧେୟକକୁ ବିରୋଧୀ ଦଳଗୁଡ଼ିକ ବିରୋଧ କରିଆସୁଛନ୍ତି। ଏହା ମଧ୍ୟରେ ବିଧେୟକକୁ ସ୍ବାଗତ କରିଛନ୍ତି ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା କୌସର ଜାହାଁ। କୌସର କହିଛନ୍ତି, ବିଧେୟକକୁ ସେ ସ୍ବାଗତ କରିୁଛନ୍ତି। ଯେଉଁମାନେ ଦେଶର ମଙ୍ଗଳ ଚାହୁଁନାହାନ୍ତି, ସେମାନେ ହିଁ ଏହାକୁ ବିରୋଧ କରୁଛନ୍ତି। ସ୍ବଚ୍ଛତା, ଦାୟିତ୍ଵାଧୀନତା ଏବଂ ନିରପେକ୍ଷତା ଦିଗରେ ଏହା ଏକ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ। ସାମ୍ପ୍ରତିକ […]

ସଂପୂର୍ଣ୍ଣ ପଢନ୍ତୁ
Pm Narendra Modi

୪ରେ ବ୍ୟାଙ୍କକ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟୋରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ କୋଅପରେସନ(ବିମଷ୍ଟେକ) ଶିଖର ସମ୍ମେଳନ ଆସନ୍ତା ୪ ତାରିଖରୁ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଆୟୋଜିତ ହେବ। ଏହି ସମ୍ମିଳନୀ ପୂର୍ବରୁ ୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ ବୈଠକ ଏବଂ ୩ ତାରିଖରେ ବିଦେଶ ମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବି ସମ୍ମିଳନୀରେ ସାମିଲ ହେବା ଲାଗି ଗୁରୁବାର ବ୍ୟାଙ୍କକ ଗସ୍ତରେ ଯିବେ। ପୂର୍ବ ସମ୍ମିଳନୀ ୨୦୨୨ ମାର୍ଚ୍ଚ ୩୦ରେ କଲୋମ୍ବୋରେ […]

ସଂପୂର୍ଣ୍ଣ ପଢନ୍ତୁ
Tra

ପୁଣି ଏକ ଟ୍ରେନ୍ ଦୁର୍ଘଟଣା: ନାନ୍ଦେଡ-ସମ୍ବଲପୁର ଏକ୍ସପ୍ରେସ୍ ଲାଇନଚ୍ୟୁତ

ବିଜୟନଗରମ: ନାଗାବଳୀ ଏକ୍ସପ୍ରେସ ଲାଇନଚ୍ୟୁତ । ବିଜୟନଗରମ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ନାନ୍ଦେଡରୁ ସମ୍ବଲପୁର ଯାଉଥିବା ନାଗାବଳୀ ଏକ୍ସପ୍ରେସ । ଟ୍ରେନର ପଛପଟେ ଥିବା ଦୁଇଟି କୋଚ୍ ଲାଇନଚ୍ୟୁତ ହୋଇଥିଲା । ଏକ୍ସପ୍ରେସଟି ବିଜୟନଗରମ୍ ଷ୍ଟେସନ ଛାଡିବା ପରେ ପରେ ହିଁ ଦୁର୍ଘଟଣାର ଶିକାର ହୋଇଥିଲା । ତେବେ ୧୧ଟା ରୁ ୧୨ ଭିତରେ ଏହି ଦୁର୍ଘଟଣା ହୋଇଥିବା ବେଳେ କୌଣସି କ୍ଷୟକ୍ଷତି ହୋଇନି କିମ୍ବା କୌଣସି ମୃତାହତ ହୋଇନି । ଲାଇନଚ୍ୟୁତ ପରେ ପରେ […]

ସଂପୂର୍ଣ୍ଣ ପଢନ୍ତୁ
Muxm8c93erfx1xvsj2qc

ବିଗିଡ଼ିଲା ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ପାଇଁ ଯିବେ ଦିଲ୍ଲୀ ଏମ୍ସ

ପାଟନା: ବିଗିଡ଼ିଲା ଆରଜେଡି ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା। ଦିଲ୍ଲୀ ଯିବାକୁ ପରାମର୍ଶ ଦେଲେ ପାଟନା ଡାକ୍ତର। କୁହାଯାଉଛି ଯେ, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଲାଲୁ ଯାଦବ ଦିଲ୍ଲୀ ଯିବାକୁ ଘରୁ ବାହାରିଥିଲେ। କିନ୍ତୁ ବିମାନବନ୍ଦର ଯିବା ପରିବର୍ତ୍ତେ ସେ ହଠାତ୍ ପାରସ ହସ୍ପିଟାଲରେ ପହଞ୍ଚିଥିଲେ। ସେଠାରୁ ସେ ବିମାନବନ୍ଦରକୁ ଯିବେ ବୋଲି ଜଣାପଡ଼ିଛି। ଆରଜେଡି ମୁଖ୍ୟଙ୍କ ସହିତ ତାଙ୍କ ପତ୍ନୀ ରାବଡୀ ଦେବୀ ଏବଂ ତେଜସ୍ୱୀ ଯାଦବ ଉପସ୍ଥିତ ଥିବା […]

ସଂପୂର୍ଣ୍ଣ ପଢନ୍ତୁ
2 178 1743581318610

ଲୋକସଭାରେ ୱାକଫ୍ ସଂଶୋଧନ ବିଲ୍ ଆଗତ ପରେ ହଙ୍ଗାମା

ନୂଆଦିଲ୍ଲୀ : ୱାକଫ ସଂଶୋଧନ ବିଲ୍ ଲୋକସଭାରେ ଉପସ୍ଥାପିତ ହୋଇଛି। ଏହି ବିଲ୍ ଆଗତ ହେବା ମାତ୍ରେ କଂଗ୍ରେସ ପକ୍ଷରୁ ଲୋକସଭାରେ ବିରୋଧ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଅଭିଯୋଗ କରିଛି ଯେ, ସେମାନେ ଏପ୍ରିଲ ପହିଲା (ସୋମବାର) ଅପରାହ୍ନରେ ଏହି ବିଲ୍ ଗ୍ରହଣ କରିଛନ୍ତି, ଯେଉଁଥିପାଇଁ ସେମାନେ ସଂଶୋଧନ ଦାଖଲ କରିବାକୁ ସମୟ ପାଇନାହାଁନ୍ତି। ଲୋକସଭାରେ କଂଗ୍ରେସ ସାଂସଦ କେ.ସି ଭେନୁଗୋପାଲ କହିଛନ୍ତି, “ଆପଣ ଏହି ପ୍ରକାର ବିଲ୍ ଯାହାକୁ ଆପଣ ଗୃହରେ ଆଣୁଛନ୍ତି, ଅନ୍ତତ […]

ସଂପୂର୍ଣ୍ଣ ପଢନ୍ତୁ
Amit Shah

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା ୧୨ରୁ ମାତ୍ର ୬କୁ ହ୍ରାସ କରି ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି। ସାମାଜିକ ଗଣମାଧ୍ୟମ ଏକ୍ସ ପୋଷ୍ଟରେ ଅମିତ ଶାହ କହିଛନ୍ତି ଯେ ମୋଦୀ ସରକାର ନକ୍ସଲବାଦ ପ୍ରତି କଠୋର ଆଭିମୁଖ୍ୟ ସହିତ […]

ସଂପୂର୍ଣ୍ଣ ପଢନ୍ତୁ
Sunita Williams

ଭାରତ ଆସିବାକୁ ସୁନୀତାଙ୍କ ଇଚ୍ଛା: ହିମାଳୟର ପାଦଦେଶ ବୁଲିବା ସହ ଇସ୍ରୋ ଆସିବାକୁ ଆଗ୍ରହୀ

ୱାସିଂଟନ ଡିସି: ଭାରତ ଆସିବେ ଭାରତୀୟ ବଂଶୋଦ୍ଭବ ସୁନୀତା । ନିଜ ବାପଘରକୁ ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍ସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଇଚ୍ଛା ଏବଂ ଭାରତ ଆସିବାର ଆଗ୍ରହକୁ ପ୍ରକାଶ କରିଛନ୍ତି ସୁନୀତା । ଭାରତର ଗୁଜୁରାଟରେ ସୁନୀତା ୱିଲିୟମ୍ସଙ୍କ ଘର । ତାଙ୍କ ବାପା ଦୀପକ ପାଣ୍ଡେ ଗୁଜୁରାଟରେ ରୁହନ୍ତି ତେଣୁ ସେ ତାଙ୍କ ବାପାଙ୍କ ସହର ଏବଂ ବାପାଙ୍କ ଦେଶକୁ ଫେରି ଆସିବାକୁ ଚାହୁଁଛନ୍ତି । ଭାରତର ପ୍ରାକୃତିକ […]

ସଂପୂର୍ଣ୍ଣ ପଢନ୍ତୁ
Fake Medicine 750x430

ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ

ନୂଆଦିଲ୍ଲୀ,୧।୪: ଆଜିଠାରୁ, ଅର୍ଥାତ ୧ ଏପ୍ରିଲରୁ ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ଆରମ୍ଭ ହୋଇଛି ଏବଂ ୯୦୦ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ବୃଦ୍ଧି ମଧ୍ୟ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନ ଅର୍ଥାତ ମଙ୍ଗଳବାର (୧ ଏପ୍ରିଲ, ୨୦୨୫) ଠାରୁ କାର୍ଯ୍ୟକାରୀ ହୋଇଛି। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (NPPA) ଏହି ସମସ୍ତ ୯୦୦ରୁ ଅଧିକ ଅତ୍ୟାବଶ୍ୟକ ଔଷଧର ମୂଲ୍ୟରେ ୧.୭୪ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ଘୋଷଣା କରିଛି। ବର୍ଦ୍ଧିତ ମୂଲ୍ୟ ସହିତ ଏହି ଔଷଧ […]

ସଂପୂର୍ଣ୍ଣ ପଢନ୍ତୁ