ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ: ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ନାରାବାଜି
ନୂଆଦିଲ୍ଲୀ, ୧/୧୨: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉର୍ଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା । ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହା ପରେ ଭାରତୀୟ ମହିଳା କ୍ରିକେଟ ଦଳ ବିଶ୍ୱ ବିଜୟୀ ହୋଇଥିବାରୁ ଶୁଭେଚ୍ଛା ଜଣାଇଲେ ବାଚସ୍ପତି । ଏଥିରେ ସହମତି ଜଣାଇଥିଲେ ଉପସ୍ଥିତ ସମସ୍ତ ସଦସ୍ୟ । ଏହାପରେ […]
ସଂପୂର୍ଣ୍ଣ ପଢନ୍ତୁ