Untitled 1

‘ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆମକୁ ଦଣ୍ଡିତ କରା ନ ଯାଉ’, ଡିଲିମିଡେଶନକୁ ନେଇ ଚେନ୍ନାଇରେ ଏକଜୁଟ ହେଲେ ବିରୋଧୀ

ଚେନ୍ନାଇ,୨୨।୩: ସୀମା ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶନିବାର ଚେନ୍ନାଇରେ ବିରୋଧୀ ନେତାମାନଙ୍କର ଏକ ବୈଠକ ଡାକିଥିଲେ। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ସମେତ ଅନେକ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ନେତା ବୈଠକରେ ଯୋଗ ଦେଇଥିଲେ। ବୈଠକରେ ଅଂଶଗ୍ରହଣ କରି କେରଳ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଲୋକ ସଭା ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ ପ୍ରସ୍ତାବ ଆମ ମୁଣ୍ଡ ଉପରେ ଏକ ଖଣ୍ଡା ଭଳି ଝୁଲୁଛି। ବିଭିନ୍ନ ରିପୋର୍ଟରୁ […]

ସଂପୂର୍ଣ୍ଣ ପଢନ୍ତୁ

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୧୭ଲକ୍ଷ ହ୍ବାଟସଆପ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ,୨୨।୩: ଟେଲିକମ ଠକେଇର ମୁକାବିଲା କରିବା ପାଇଁ ଭାରତ ସରକାର ଶୁକ୍ରବାର କହିଛନ୍ତି ଯେ, ସଞ୍ଚାର ସାଥୀ ପୋର୍ଟାଲ ମାଧ୍ୟମରେ ଏପର୍ଯ୍ୟନ୍ତ ୩.୪ କୋଟିରୁ ଅଧିକ ମୋବାଇଲ ଫୋନ କନେକ୍ସନ କଟାଯାଇଛି। ଏଥିସହ ୩.୧୯ ଲକ୍ଷ IMEI ନମ୍ବରକୁ ବ୍ଲକ କରାଯାଇଛି। ଦୂରସଂଚାର ବିଭାଗ (DoT) କହିଛି ଯେ AI ଏବଂ ବଡ଼ ଡାଟା ସାହାଯ୍ୟରେ ଏହା 16.97 ଲକ୍ଷ WhatsApp ଆକାଉଣ୍ଟକୁ ବ୍ଲକ କରାଯାଇଛି। ଯୋଗାଯୋଗ ଏବଂ ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ପେମାସାନି ଚନ୍ଦ୍ରଶେଖର […]

ସଂପୂର୍ଣ୍ଣ ପଢନ୍ତୁ
Umdtoesc5sboymp05ivl

ନାଗପୁର ହିଂସା ସମୟରେ ଆହତ ହୋଇଥିବା ଯୁବକ ମୃତ

ନାଗପୁର: ଶନିବାର ଦିନ ନାଗପୁରରେ ହୋଇଥିବା ହିଂସା ମାମଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକଙ୍କ ନାମ ଇରଫାନ ଅନସାରୀ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ହିଂସା ସମୟରେ ଇରଫାନ ଅନସାରୀ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ନାଗପୁରର ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଇରଫାନ ଅନସାରୀ ନୱାଜ ନଗର ଅଞ୍ଚଳର ବାସିନ୍ଦା ଥିଲେ ଏବଂ ତାଙ୍କର ବୟସ ୩୮ […]

ସଂପୂର୍ଣ୍ଣ ପଢନ୍ତୁ

୫.୩ ନିୟୁତ ପ୍ରବାସୀଙ୍କୁ ଆମେରିକା ଛାଡିବାକୁ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ

ୱାଶିଂଟନ: ଆମେରିକାର ପ୍ରବାସ ନୀତି ସମ୍ପର୍କରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ନେଇଛି। ଯାହା ଦ୍ୱାରା ୪ ଦେଶର ନାଗରିକଙ୍କୁ ଏବେ ଆମରେିକା ଛାଡିବାକୁ ପଡ଼ିବ। କ୍ୟୁବା, ହାଇତି, ନିକାରାଗୁଆ ଏବଂ ଭେନେଜୁଏଲାର ଆଦି ୪ ଦେଶର ୫.୩ ଲକ୍ଷ ପ୍ରବାସୀଙ୍କର ଆଇନଗତ ସୁରକ୍ଷା ଶେଷ ହୋଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ଏହି ପ୍ରବାସୀମାନଙ୍କୁ ଆଗାମୀ ଗୋଟିଏ ମାସ ମଧ୍ୟରେ ଆମେରିକା ଛାଡ଼ିବାକୁ ପଡ଼ିବ। ଗୃହ ସୁରକ୍ଷା ବିଭାଗ ଅନୁଯାୟୀ, ଏହି ଦେଶଗୁଡ଼ିକର […]

ସଂପୂର୍ଣ୍ଣ ପଢନ୍ତୁ
Brow

ଖୁବଶୀଘ୍ର ନିଜର ଇଣ୍ଟରନେଟ ବ୍ରାଉଜର ଖୋଲିବ ଭାରତ

ନୂଆଦିଲ୍ଲୀ: ଖୁବଶୀଘ୍ର ନିଜର ବ୍ରାଉଜର ଲଞ୍ଚ କରିବ ଭାରତ । ଭାରତ ସ୍ୱଦେଶୀ ଭାବରେ ବ୍ରାଉଜର ବିକଶିତ କରିବା ନେଇ ଯୋଜନା କରୁଛି, ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ । ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି କହିଛନ୍ତି, କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମନ୍ତ୍ରୀ କହିଛନ୍ତି, ୨୮୨ ବିଲିୟନ ଡଲାର ରାଜସ୍ୱ ସୃଷ୍ଟି କରୁଥିବା ଆଇଟି କ୍ଷେତ୍ରର ଧ୍ୟାନ ଏପର୍ଯ୍ୟନ୍ତ କେବଳ ସେବା ଉପରେ ରହିଥିଲା । […]

ସଂପୂର୍ଣ୍ଣ ପଢନ୍ତୁ
Sbpgvmw1xupymk7iccia

ହନିଟ୍ରାପ୍‌ ପ୍ରସଂଗ‌କୁ ନେଇ କମ୍ପିଲା କର୍ଣ୍ଣାଟକ ବିଧାନସଭା

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୟାଙ୍କ ବିରୋଧରେ ହନଟ୍ରାପ ଦୁର୍ନୀତି ଅଭିଯୋଗ ଆସିବା ପରେ ତାହାକୁ ନେଇ ବିବାଦ ଉପୁଜିଛି। ଏହି ମାମଲାରେ ୪୮ ଜଣ ବରିଷ୍ଠ ମନ୍ତ୍ରୀ ସାମିଲ୍‌ ଥିବା ଅଭିଯୋଗ ହୋଇଛି। କର୍ଣ୍ଣାଟକ ସମବାୟ ମନ୍ତ୍ରୀ କେ ଏନ୍‌ ରାଜନ୍ନ ଆଜି ବିଧାନସଭାରେ ବିସ୍ଫୋରକ ଦାବି କରିଛନ୍ତି । ତାଙ୍କ ଉପରେ ହନିଟ୍ରାପ୍‌ ଉଦ୍ୟମ ହୋଇଥିବା ଅଭିଯୋଗ କରିଛନ୍ତି । ‌କେବଳ ସେ ନୁହନ୍ତି ରାଜ୍ୟର ଅନ୍ୟ ମନ୍ତ୍ରୀ ନେତାଙ୍କ ସମେତ କେନ୍ଦ୍ରୀୟ ନେତୃବୃନ୍ଦ […]

ସଂପୂର୍ଣ୍ଣ ପଢନ୍ତୁ
Capture 102

ପ୍ରତିରକ୍ଷା କ୍ଷମତା ବୃଦ୍ଧି ପାଇଁ ୫୪ ହଜାର କୋଟି

ନୂଆଦିଲ୍ଲୀ : ଭାରତୀୟ ପ୍ରତିରକ୍ଷା ବାହିନୀର ପରିଚାଳନା କ୍ଷମତାକୁ ବୃଦ୍ଧି କରିବା ପାଇଁ ୫୪ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (ଡିଏସି) ୫୪ ହଜାର କୋଟିରୁ ଅଧିକ ମୂଲ୍ୟର ଆଠଟି ପୁଞ୍ଜି ଅଧିଗ୍ରହଣ ପ୍ରସ୍ତାବକୁ ଅନୁମୋଦନ କରିଛି। ୨୦୨୫କୁ ‘ସଂସ୍କାର ବର୍ଷ’ ଭାବରେ ପାଳନ କରିବାର ଏକ ଅଂଶ ଭାବରେ ଡିଏସି ପୁଞ୍ଜି ଅଧିଗ୍ରହଣ ପ୍ରକ୍ରିୟାକୁ ଦ୍ରୁତ, ଅଧିକ ପ୍ରଭାବଶାଳୀ ଏବଂ ଦକ୍ଷ କରିବା […]

ସଂପୂର୍ଣ୍ଣ ପଢନ୍ତୁ
Vp

ଜଜ୍‌ଙ୍କ ଘରୁ ବିପୁଳ ଟଙ୍କା: ଏହି କଥାକୁ ନେଇ ଆଶ୍ଚର୍ଯ୍ୟ ହେଲେ ଜଗଦୀପ ଧନକର

ନୂଆଦିଲ୍ଲୀ: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ସରକାରୀ ବଙ୍ଗଳାରେ ଅଗ୍ନିକାଣ୍ଡ ଘଟି କୋଟି କୋଟି ଟଙ୍କା ଉଦ୍ଧାର ହେବା ବିଷୟରେ ଏବେ ଚର୍ଚ୍ଚାର ପରିସର ଭିତରେ ରହଛି। ନିଆଁ ଲିଭାଇବାକୁ ଯାଇଥିବା ଦମକଳ ବାହିନୀ ସେଠାରେ ବିପୁଳ ପରିମାଣର ଟଙ୍କା ପାଇଥିଲେ। ତା’ପରେ ଏହି କଥା ଚାରିଆଡ଼େ ବ୍ୟାପି ଯାଇଥିଲା। ଏବେ ଏ ସଂପର୍କରେ ମତ ରଖିଛନ୍ତି ଉପ ରାଷ୍ଟ୍ରପତି ଜଗଦୀପ ଧନକର। ଏ ସବୁ ଭିତରେ ଯାହା ତାଙ୍କୁ ସବୁଠାରୁ ବିବ୍ରତ କରୁଛି, ତାହା ହେଲେ ଏହି […]

ସଂପୂର୍ଣ୍ଣ ପଢନ୍ତୁ
Ch

ଅଲଗା ହେଲେ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ଧନଶ୍ରୀ ବର୍ମା

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ନୃତ୍ୟ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ମୁମ୍ବାଇର ଏକ ପାରିବାରିକ ଅଦାଲତ ଛାଡ଼ପତ୍ର ପ୍ରଦାନ କରିଛନ୍ତି। କୋର୍ଟ ଛାଡ଼ପତ୍ରର ନିର୍ଦ୍ଦେଶକୁ ମଞ୍ଜୁର କରିଛନ୍ତି। କୋର୍ଟ ଉଭୟ ପକ୍ଷର ମିଳିତ ଆବେଦନକୁ ଗ୍ରହଣ କରିଛନ୍ତି। କୋର୍ଟ ବାହାରେ ଆଇନଜୀବୀ ନୀତିନ କୁମାର ଗୁପ୍ତା ଗଣମାଧ୍ୟମକୁ କହିଛନ୍ତି, ଉଭୟ ପକ୍ଷ ଆଉ ସ୍ୱାମୀ-ସ୍ତ୍ରୀ ନୁହଁନ୍ତି। ଦୁହେଁ ମୁମ୍ବାଇର ବାନ୍ଦ୍ରା ଫ୍ୟାମିଲି କୋର୍ଟରେ ପହଞ୍ଚି ମାମଲାର ଶୁଣାଣିକୁ ଚୂଡ଼ାନ୍ତ ରୂପ ଦେଇଥିଲେ ଏବଂ କିଛି ଦିନ […]

ସଂପୂର୍ଣ୍ଣ ପଢନ୍ତୁ
Bnkyrngi752p7sujigqq

ରୁଷ୍‌ ଉପରେ ୟୁକ୍ରେନ୍‌ର ବଡ଼ ଧରଣର ଆକ୍ରମଣ

ନୂଆଦିଲ୍ଲୀ: ଥମୁନାହିଁ ରୁଷ-ୟୁକ୍ରେନ୍‌ ବିବାଦ। ଏହି ଦୁଇ ଦେଶ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧ ବନ୍ଦ୍‌ ହେବା ନେଇ କଥାବାର୍ତ୍ତା ଚାଲିଥିବା ବେଳେ ୟୁକ୍ରେନ୍ ରୁଷ ଉପରେ କରିଛି ଏବ ବଡ଼ ଧରଣର ଆକ୍ରମଣ। ଉଭୟ ଦେଶ ପରସ୍ପର ଉପରକୁ ଘାତକ ଆକ୍ରମଣ ଜାରି ରଖିଛନ୍ତି । ରୁଷର ଆଣବିକ ବୋମାବର୍ଷୀ ବିମାନ ଥିବା ଘାଟି ଉପରେ ୟୁକ୍ରେନ୍‌ ଡ୍ରୋନ୍‌ ଆକ୍ରମଣ କରିଛି । ଏହି ଘାଟିଟି ରୁଷ୍‌-ୟୁକ୍ରେନ୍‌ ସୀମାଠାରୁ ପ୍ରାୟ ୭୦୦ କିମି […]

ସଂପୂର୍ଣ୍ଣ ପଢନ୍ତୁ