ଷ୍ଟାଲିନ ତୁମେ କେତେ ବଡ ମୂର୍ଖ: ଅନ୍ନାମଲାଇ
ଚେନ୍ନାଇ: ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାରଙ୍କର ଜାତୀୟ ଶିକ୍ଷା ନୀତି, ସୀମା ନିର୍ଦ୍ଧାରଣ ଏବଂ ତିନି ଭାଷା ସୂତ୍ର ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହିତ ନିରନ୍ତର ବିବାଦ ଲାଗିରହିଛି । ତାମିଲନାଡୁର ଡିଏମକେ ସରକାର ତାମିଲନାଡୁ ବଜେଟର ଲୋଗୋରେ ଟଙ୍କାର ପ୍ରତୀକ ପରିବର୍ତ୍ତନ କରିଦେଇଛି । ତାମିଲନାଡୁ ସରକାର ଶୁକ୍ରବାର, ମାର୍ଚ୍ଚ ୧୪ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହି ବଜେଟ୍ ସମ୍ପର୍କରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍ ଗୁରୁବାର […]
ସଂପୂର୍ଣ୍ଣ ପଢନ୍ତୁ