Man

‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥିରେ ସେ ଦ୍ରୁତ ଗତିରେ ବଢୁଥିବା ସ୍ଵାସ୍ଥ୍ୟ ସମସ୍ୟା ‘ମୋଟାପଣ’ ଉପରେ ଚର୍ଚ୍ଚା କରିଛନ୍ତି। ଦେଶରେ ମୋଟାପଣ ଏବେ କିପରି ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନର ଚିନ୍ତା ପାଲଟିଛି ଏବଂ ଏଥିରୁ କିପରି ମୁକ୍ତି ପାଇବେ ସେନେଇ ଟିପ୍ସ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେ କହିଛନ୍ତି, ଏକ ସୁସ୍ଥ ରାଷ୍ଟ୍ର ନିର୍ମାଣ ପାଇଁ, ଆମକୁ […]

ସଂପୂର୍ଣ୍ଣ ପଢନ୍ତୁ
Raj

ଶୁଟିଂ ପାଇଁ ଷ୍ଟଣ୍ଟ ସମୟରେ ଆହତ ହେଲେ ଗୁରୁ ରନ୍ଧୱା

ପଞ୍ଜାବୀ ଗାୟକ ଗୁରୁ ରନ୍ଧୱା ଏକ ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଛନ୍ତି। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି। ଏ ସମ୍ପର୍କରେ ​‌ସେ ନିଜେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସୂଚନା ଦେଇଛନ୍ତି। ନିଜ ଫିଲ୍ମ ଶୁଟିଂ ସମୟରେ ଏକ ଷ୍ଟଣ୍ଟ କରିବା ବେଳେ ସେ ଦୁର୍ଘଟଣାର ଶିକାର ହୋଇଥିଲେ। ନିକଟରେ ଗୁରୁ ରନ୍ଧୱା ‘ଶୌନ୍‌କୀ ସର୍ଦ୍ଦାର’ ଚଳଚ୍ଚିତ୍ରର ଶୁଟିଂ ସମୟରେ ଏକ ଷ୍ଟଣ୍ଟ ପ୍ରଦର୍ଶନ କରୁଥିଲେ। ଅସାବଧାନତା ବଶତଃ ସେ ଆଘାତପ୍ରାପ୍ତ ହୋଇଥିଲେ। ସେ […]

ସଂପୂର୍ଣ୍ଣ ପଢନ୍ତୁ
Thane

ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ ବିଜେପି ମନ୍ତ୍ରୀ ଗଣେଶ ନାଏକ

ଥାନେ: ମହାରାଷ୍ଟ୍ର ଜଙ୍ଗଲ ବିଭାଗ ମନ୍ତ୍ରୀ ଏବଂ ବିଜେପି ନେତା ଗଣେଶ ନାଏକ ସୋମବାର ଉପମୁଖ୍ୟମନ୍ତ୍ରୀ ଏବଂ ଶିବସେନା ଅଧ୍ୟକ୍ଷ ଏକନାଥ ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ। ସେ ଥାନେରେ ମଧ୍ୟ ଜନ ଅଭିଯୋଗ ସଭା କରିବେ, ଯଦ୍ୱାରା ଏହି ଅଞ୍ଚଳରେ ସହଯୋଗୀ ସିନ୍ଦେଙ୍କ ଦଳର ପ୍ରାଧାନ୍ୟକୁ ଚ୍ୟାଲେଞ୍ଜ ପାଇଁ ବିଜେପିକୁ ସହଜ ହେବ। ଅପରପକ୍ଷରେ ‘ଜନତା ଦରବାର’ର ଏକମାତ୍ର ଉଦ୍ଦେଶ୍ୟ ହେଉଛି ଜନସାଧାରଣଙ୍କ ଅଭିଯୋଗର ସମାଧାନ କରିବା ବୋଲି ଶ୍ରୀ ନାଏକ ପ୍ରକାଶ […]

ସଂପୂର୍ଣ୍ଣ ପଢନ୍ତୁ
Ati

ଆତିଶୀ ବିରୋଧୀ ଦଳ ନେତା ନିର୍ବାଚିତ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ବିଧାୟକ ଦଳ ବୈଠକ ରବିବାର ଦଳ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିରୋଧୀ ଦଳ ନେତାଙ୍କ ନାଁରେ ମୋହର ବାଜିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା ହେବେ ବୋଲି ଦଳ ଘୋଷଣା କରିଛି। ଆପ୍‌ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ମଧ୍ୟ ଏହି ବୈଠକରେ ସାମିଲ ହୋଇଥିଲେ। ରବିବାର ପାର୍ଟି ମୁଖ୍ୟାଳୟରେ ଅନୁଷ୍ଠିତ ବୈଠକରେ ସମସ୍ତ ବିଧାୟକ ଆତିଶୀଙ୍କୁ ବିଧାୟକ ଦଳ ନେତା ଭାବରେ ନିର୍ବାଚିତ […]

ସଂପୂର୍ଣ୍ଣ ପଢନ୍ତୁ
Tunnel

ତେଲଙ୍ଗାନାରେ ଟନେଲ ଭୁଶୁଡ଼ିବା ଘଟଣା: ଫସି ରହିଥିବା ଶ୍ରମିକଙ୍କ ପାଖକୁ ପହଞ୍ଚିଛନ୍ତି ଉଦ୍ଧାରକାରୀ ଦଳ

ହାଇଦ୍ରାବାଦ: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ଶନିବାର ଏକ ନିର୍ମାଣାଧୀନ ଟନେଲ (ସୁଡ଼ଙ୍ଗ) ଭୁଶୁଡି ପଡ଼ିବାରୁ ୮ ଜଣ ଶ୍ରମିକ ଫସି ରହିଛନ୍ତି। ଲିକ୍‌ ମରାମତି କରିବାକୁ କିଛି ଶ୍ରମିକ ଟନେଲ ଭିତରକୁ ଯାଇଥିବାବେଳେ ହଠାତ୍‌ ଶ୍ରୀସାଇଲମ ଲେଫ୍ଟ ବ୍ୟାଙ୍କ କେନାଲର ଏକ ଅଂଶ ଭୁଶୁଡି ପଡ଼ିଥିଲା ଏବଂ କେତେକ ଶ୍ରମିକ ବାହାରକୁ ବାହାରିବାରେ ସଫଳ ହୋଇଥିବାବେଳେ ୮ ଜଣ ଶ୍ରମିକ ଭିତରେ ଫସି ରହିଛନ୍ତି।  ଉଦ୍ଧାରକାରୀମାନେ ସୁଡ଼ଙ୍ଗ ଭିତରେ ଫସି ରହିଥିବା ଇଞ୍ଜିନିୟର ଏବଂ ଶ୍ରମିକଙ୍କ ପାଖକୁ […]

ସଂପୂର୍ଣ୍ଣ ପଢନ୍ତୁ
Slb

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା ପାଇ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ନିର୍ମାଣ କମ୍ପାନିର ଟିମ୍‌ କେନାଲରେ ଚାଲିଥିବା ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିବାକୁ ଯାଇଥିବା ସମୟରେ ହିଁ ଏହି ଦୁର୍ଘଟଣା ଘଟିଛି। ଭଗ୍ନାବଶଷ ତଳେ […]

ସଂପୂର୍ଣ୍ଣ ପଢନ୍ତୁ
Img 6804

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରମୁଖ ସଚିବ ପଦବି ମିଳିଛି। କେନ୍ଦ୍ର କ୍ୟାବିନେଟ୍‌ ଏହାକୁ ଅନୁମୋଦନ ଦେଇଛି। ସେ ପିକେ ମିଶ୍ରଙ୍କ ସହିତ ଦ୍ବିତୀୟ ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର […]

ସଂପୂର୍ଣ୍ଣ ପଢନ୍ତୁ
Cam

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି। ଏହି ଦୁର୍ନୀତିକୁ ଧରିଛନ୍ତି ସିଏଜି। ଉତ୍ତରାଖଣ୍ଡରେ ଜଙ୍ଗଲ ଜମିରେ ଉନ୍ନୟନମୂଳକ କାର୍ଯ୍ୟ କରାଯିବା ପରେ ତାହାର କ୍ଷତିଭରଣା କରିବା ଲାଗି ନୂତନ ବନୀକରଣ ଯୋଜନା ସକାଶେ କାମ୍ପା ପାଣ୍ଠିରୁ ଏହି ଅର୍ଥ ବିନିଯୋଗ ହେବାର […]

ସଂପୂର୍ଣ୍ଣ ପଢନ୍ତୁ
Shi

ଏୟାରଇଣ୍ଡିଆର ଦୟନୀୟ ସେବାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହ୍ବାନ

କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏୟାରଇଣ୍ଡିଆର ବିମାନ ସେବାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ବିମାନର ସିଟ୍‌ଗୁଡ଼ିକର ଖରାପ ସ୍ଥିତିକୁ ନେଇ ଶିବରାଜ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଶିବରାଜ କହିଛନ୍ତି, ସେ ଭୋପାଳରୁ ଦିଲ୍ଲୀ ଯାତ୍ରା କରିବା ପାଇଁ ଏୟାରଇଣ୍ଡିଆ ବିମାନ ଏଆଇ୪୩୬ରେ ତାଙ୍କୁ ଟିକେଟ ମିଳିଥିଲା। ବିମାନର ସିଟ୍ ସଂଖ୍ୟା ୮ସି ତାଙ୍କୁ ଆବଣ୍ଟିତ ହୋଇଥିଲା। କିନ୍ତୁ ସେ ଯେତେବେଳେ ସିଟ୍‌ ନିକଟରେ […]

ସଂପୂର୍ଣ୍ଣ ପଢନ୍ତୁ
Ani 20241127184 0 1732717617326

ଆମ ସମ୍ପର୍କ ଫେଭିକଲ ଭଳି ଅତୁଟ, କେବେ ତୁଟିବନି: ସିନ୍ଦେ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ସିନ୍ଦେ ଏ ସମ୍ପର୍କରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ଫଡନବିସଙ୍କ ସହିତ ତାଙ୍କ ସମ୍ପର୍କ ଫେଭିକଲ ଅଠା ଭଳି। କେବେ ଭାଙ୍ଗିବ ନାହିଁ। ଗତ ଗୁରୁବାର ସେ ଯେଉଁ ଇସାରା କରିଥିଲେ ତାହା ଶାସକ ମେଣ୍ଟ ପାଇଁ ନ ଥିଲା। ତାଙ୍କୁ ହାଲୁକାରେ ନ ନେବାକୁ ସେ ଯେଉଁ ଚେତାବନୀ ଦେଇଥିଲେ […]

ସଂପୂର୍ଣ୍ଣ ପଢନ୍ତୁ