ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ
ଲେବାନନ, ୧୯/୧୧: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କରିଛି । ଦକ୍ଷିଣ ଲେବାନନରେ ଥିବା ଏକ ପାଲେଷ୍ଟାଇନୀ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲ ବିମାନ ଆକ୍ରମଣ କରିଛି । ଏପର୍ଯ୍ୟନ୍ତ ଏହି ଆକ୍ରମଣରେ ୧୧ଜଣଙ୍କ ମୃତ୍ୟୁ ହୋଇଛି । ଏହି ଆକ୍ରମଣ ସେହି ଶିବିର ଉପରେ ହୋଇଥିଲା ଯେଉଁଠାରେ ହମାସ ତାଲିମ ନେଉଥିଲା । ଇସ୍ରାଏଲୀ ସେନା କହିଛି ଯେ ଇସ୍ରାଏଲ ଏବଂ ଏହାର ସେନା ଉପରେ ଆକ୍ରମଣ କରିବା ପାଇଁ ଶିବିରରେ ପ୍ରସ୍ତୁତି […]
ସଂପୂର୍ଣ୍ଣ ପଢନ୍ତୁ