Ewe

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଚୟନ କମିଟି ବୈଠକରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତି ମିଳିଛି । ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୮ ବ୍ୟାଚର କେରଳ କ୍ୟାଡର IAS ହେଉଛନ୍ତି ଜ୍ଞାନେଶ କୁମାର । ସେ ବର୍ତ୍ତମାନର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସ୍ଥାନ ନେବେ । ଆଜି ମୁଖ୍ୟ ନିର୍ବାଚନ […]

ସଂପୂର୍ଣ୍ଣ ପଢନ୍ତୁ
Zel

ୟୁକ୍ରେନ ବିନା କରାଯାଇଥିବା ବୁଝାମଣାକୁ ମାନିବୁ ନାହିଁ : ଜେଲେନସ୍କି

କିବ୍ : ଋଷ ଓ ୟୁକ୍ରେନ ମଧ୍ୟରେ ଗତ କିଛି ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ଏବଂ ଅସ୍ତ୍ରବିରତି ଚୁକ୍ତିକୁ କାର୍ଯ୍ୟକାରୀ କରିବା ପାଇଁ ମଙ୍ଗଳବାର (ଫେବୃଆରୀ ୧୮) ସାଉଦି ଆରବର ରିୟାଦରେ ରୁଷ୍ ଏବଂ ଆମେରିକୀୟ କୂଟନୀତିଜ୍ଞମାନେ ବୈଠକ କରୁଛନ୍ତି। ରୁଷ କହିଛି ଯେ ଆବଶ୍ୟକ ପଡ଼ିଲେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ମଧ୍ୟ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କୁ ଭେଟିବାକୁ ଇଚ୍ଛୁକ ଅଛନ୍ତି। କିନ୍ତୁ ଆଶ୍ଚର୍ଯ୍ୟର କଥା ହେଉଛି ୟୁକ୍ରେନ ବିଷୟରେ […]

ସଂପୂର୍ଣ୍ଣ ପଢନ୍ତୁ
Kumbh

ମହାକୁମ୍ଭ ନଦୀରୁ ମିଳିଲା ମଣିଷ ଓ ପଶୁ ମଳରେ ଥିବା ଜୀବାଣୁ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ ପଶୁ ମଳର ଥିବା ଜୀବାଣୁ। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ଜରିଆରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲଙ୍କୁ ଏପରି ତଥ୍ୟ ଦିଆଯାଇଛି। ଏଥିରେ କୁହାଯାଇଛି ଯେ ମହାକୁମ୍ଭ ଚାଲିଥିବା ପ୍ରୟାଗରାଜର ବିଭିନ୍ନ ସ୍ଥାନର ନଦୀ ଜଳ ଗାଧୋଇବା ଯୋଗ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Ml

ପୁଣି ଖଣ୍ଡ ଖଣ୍ଡ ହେବ ପାକିସ୍ତାନ : ମୌଲାନା ଫଜଲୁର

ଇସଲାମାବାଦ: ଇସଲାମିକ ଧର୍ମଗୁରୁ ତଥା ପାକିସ୍ତାନୀ ସାଂସଦ ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ୧୯୭୧ ମସିହାର ବିଭାଜନ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ପୂର୍ବ ପାକିସ୍ତାନ ଭାଙ୍ଗି ବାଂଲାଦେଶ ହୋଇଯାଇଥିଲା। ସେ କହିଛନ୍ତି ଯେ ବେଲୁଚିସ୍ତାନ ପାକିସ୍ତାନରୁ ଅଲଗା ହୋଇପାରେ । ମୌଲାନା ଫଜଲୁର ରେହମାନ ଦାବି କରିଛନ୍ତି ଯେ ବେଲୁଚିସ୍ତାନର ୫ରୁ ୭ଟି ଜିଲ୍ଲା ସ୍ୱାଧୀନତା ଘୋଷଣା କରିପାରନ୍ତି। ଭାରତ-ପାକିସ୍ତାନ ଯୁଦ୍ଧକୁ ଉଲ୍ଲେଖ କରି ସେ ଚେତାବନୀ ଦେଇଛନ୍ତି ଯେ ପୁଣି ଥରେ ସମାନ […]

ସଂପୂର୍ଣ୍ଣ ପଢନ୍ତୁ
Nita Ambani 750x430

ଶିକ୍ଷା, ସ୍ୱାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ନୀତା ଅମ୍ବାନୀ ମାସାଚୁସେଟ୍ସର ଗଭର୍ଣ୍ଣରଙ୍କ ଦ୍ୱାରା ସମ୍ମାନିତ

ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ ପରିବର୍ତ୍ତନକାରୀ ଭାବରେ ସ୍ୱୀକୃତି ଦିଆଯାଇଛି। ଶିକ୍ଷା, ସ୍ୱାସ୍ଥ୍ୟସେବା, କ୍ରୀଡ଼ା, କଳା, ସଂସ୍କୃତି ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ପରିବର୍ତନକାରୀ କାର୍ଯ୍ୟ ପାଇଁ ନୀତା ଅମ୍ବାନୀଙ୍କୁ ଆଜୀବନ ସମର୍ପଣ ପାଇଁ ଏହି ପ୍ରମାଣପତ୍ର ପ୍ରଦାନ କରାଯାଇଛି। ନୀତା ଅମ୍ବାନୀ ଭାରତ […]

ସଂପୂର୍ଣ୍ଣ ପଢନ୍ତୁ
Maha Kumbh 1

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ତୁରନ୍ତ ଆୟତ୍ତ କରିବା ପାଇଁ ଅଗ୍ନିଶମ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁ ଯୋଗୁଁ ଅନେକ ଶିବିର ପୋଡି ପାଉଁଶ ହୋଇଯାଇଛି । ସୂଚନାଯୋଗ୍ୟ, ମହାକୁମ୍ଭର ସେକ୍ଟର-୨୨ରେ ଭୟଙ୍କର […]

ସଂପୂର୍ଣ୍ଣ ପଢନ୍ତୁ
Ga

ଗାଜା ଛାଡିବାକୁ ନିଷ୍ପତ୍ତି ନେଲା ହମାସ: ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ଘୋଷଣା

ଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା ୧୯୯୩ ଓସଲୋ ଚୁକ୍ତି ଅନୁଯାୟୀ ପଶ୍ଚିମ ବ୍ୟାଙ୍କକୁ ଆଂଶିକ ଭାବରେ ଶାସନ କରେ। ପଶ୍ଚିମ କୂଳ ଏବଂ ଗାଜା ହେଉଛି ଦୁଇଟି ପାଲେଷ୍ଟାଇନୀ ଅଞ୍ଚଳ ଯାହା ପ୍ରସ୍ତାବିତ ପାଲେଷ୍ଟାଇନ ରାଷ୍ଟ୍ର ଗଠନ କରେ। ଗାଜା ଦୀର୍ଘ ସମୟ […]

ସଂପୂର୍ଣ୍ଣ ପଢନ୍ତୁ
67ab4880b2320 The Owner Of A Tam

କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍‌

ନୂଆଦିଲ୍ଲୀ:  କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍‌ କମ୍ପାନୀ ବର୍ତ୍ତମାନ ବେଶ୍‌ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ ସେଲ୍‌ ଭଳି ବଡ଼ ସଂସ୍ଥାକୁ ସେବା ପ୍ରଦାନ କରି ଆସୁଛି। ଏହି କମ୍ପାନୀକୁ କୋଏମ୍ବାଟୁର ବାସିନ୍ଦା ଶ୍ରବଣ କୁମାର ୧୦ ବର୍ଷ ତଳେ ଆରମ୍ଭ କରିଥିଲେ। ସେ ୨୫ ବର୍ଷ ହେବ ଲଣ୍ଡନରେ ରହୁଛନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
J47y4ifnj8djzkzawdug

ଅମିତାଭଙ୍କ ଜ୍ବାଇଁଙ୍କ ଉପରେ ଲାଗିଲା ଜୀବନ ହାରିବା ପାଇଁ ପ୍ରବର୍ତ୍ତାଇଥିବାର ଅଭିଯୋଗ

ଲକ୍ଷ୍ନୌ: ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଜ୍ବାଇଁ ନିଖିଲ ନନ୍ଦାଙ୍କ ବିରୋଧରେ ରୁଜୁ ହେଲା ମାମଲା। ଉତ୍ତର ପ୍ରଦେଶର ବଦାୟୁଁ ଜିଲ୍ଲାର ଦାନଗଞ୍ଜ ପୁଲିସ ଷ୍ଟେସନରେ ନିଖିଲ ନନ୍ଦାଙ୍କ ସମେତ ଟ୍ରାକ୍ଟର କମ୍ପାନର ଅନେକ ଅଧିକାରୀଙ୍କ ବିରୋଧରେ ଠକେଇ ଏବଂ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ଏଭଳି ଅଭିଯୋଗ ଆଣିଛନ୍ତି। ନିଖିଲ ଟ୍ରାକ୍ଟର କମ୍ପାନି ଏସ୍କର୍ଟସ୍ କୁବୋଟାର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ। ମୃତକଜଣକ ହେଲେ ଜିତେନ୍ଦ୍ର ସିଂହ। ସୂଚନା ମିଳିଛି ଯେ, […]

ସଂପୂର୍ଣ୍ଣ ପଢନ୍ତୁ
2 180 1739704008480

ମୋଦୀଙ୍କ ଫେରିବାର ସପ୍ତାହେ ବିତିନି ଭାରତକୁ ଆଉ ଏକ ଝଟ୍‌କା ଦେଲା ଆମେରିକା: ବନ୍ଦ କଲା ନିର୍ବାଚନ ପାଣ୍ଠି

ନୂଆଦିଲ୍ଲୀ: ମୋଦୀଙ୍କ ଆମେରିକା ଗସ୍ତ ସାରି ଫେରିବାର ସପ୍ତାହ ବିତିନି ଭାରତକୁ ଆଉ ଏକ ଶକ୍ତ ଝଟ୍‌କା ଦେଲା ଆମେରିକା। ଭାରତରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ଆମେରିକା ଦେଉଥିବା ୨୧ ନିୟୁତ ଡଲାର ପାଣ୍ଠିକୁ ରଦ୍ଦ କରି ଦେଇଛି। କେବଳ ସେତିକି ନୁହେଁ, ବାଂଲାଦେଶରେ ରାଜନୈତିକ ସ୍ଥିତି ମଜଭୁତ କରିବା ପାଇଁ ଖର୍ଚ୍ଚ କରାଯାଉଥିବା ୨୯ ନିୟୁତ ଡଲାର କାର୍ଯ୍ୟକ୍ରମକୁ ମଧ୍ୟ ରଦ୍ଦ କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱାଧୀନ ନୂଆ ଆମେରିକା ସରକାର। […]

ସଂପୂର୍ଣ୍ଣ ପଢନ୍ତୁ