ୟୁକ୍ରେନକୁ ୧ ଲକ୍ଷ ସୈନିକ ଦେବ ୟୁରୋପ!
କିଭ୍: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ପାଇଁ ଚୀନ୍ର ପ୍ରୟାସ ସାମ୍ପ୍ରତିକ ସମୟରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ସାଉଦି ଆରବରେ ଏହି ପ୍ରସଙ୍ଗରେ ରୁଷିଆ ଏବଂ ଆମେରିକା ମଧ୍ୟରେ ଆଲୋଚନା ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏସବୁ ମଧ୍ୟରେ, ୟୁକ୍ରେନ୍ ସରକାର ନିଜ ଦେଶର ସୁରକ୍ଷା ଗ୍ୟାରେଣ୍ଟି ଦେବାକୁ ଜୋର ଦେଉଛନ୍ତି। ଏପରି ପରିସ୍ଥିତିରେ, ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ରୁଷିଆ ସୀମାରେ ଏକ ଲକ୍ଷ […]
ସଂପୂର୍ଣ୍ଣ ପଢନ୍ତୁ