Lalu 300x166

‘ମହାକୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ’

ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ ସେ ଏକ ଦୁଃଖଦ ଘଟଣା କହିବା ସହ ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରେଳବାଇର ଅବହେଳା ଯୋଗୁ ଏହି ଦୁର୍ଘଟଣା ଘଟିଛି। ଏହା ରେଳବାଇର ବିଫଳତା। ଏଣୁ ରେଳମନ୍ତ୍ରୀ ଦାୟିତ୍ୱ ନେବା ଉଚିତ ବୋଲି ସେ […]

ସଂପୂର୍ଣ୍ଣ ପଢନ୍ତୁ
Him

କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ ହାଇକମିସନର ଅବଦୁଲ ବାସିତ ପ୍ରଥମ ଥର ପାଇଁ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ଷ୍ଟାର୍ଟଅପ୍ ପଲିସି ଫର୍ ୟୁଥ୍ ଭାରତ-ପାକିସ୍ତାନ ସମ୍ପର୍କ ଉପରେ ଆଲୋଚନା କରିବା ପାଇଁ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ହାଇକମିସନକୁ ନିମନ୍ତ୍ରଣ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 8 750x430

କାହିଁକି ଅମୃତସର ବିମାନ ବନ୍ଦରରେ ଅବତରଣ କରୁଛି ନିର୍ବାସିତ ଭାରତୀୟଙ୍କୁ ନେଇ ଆସୁଥିବା ବିମାନ

ଆମେରିକାରୁ ଭାରତୀୟ ନିର୍ବାସିତଙ୍କ ବିମାନକୁ ପୁଣି ଥରେ ଅମୃତସରରେ ଅବତରଣ କରି କେନ୍ଦ୍ର ସରକାର ରାଜ୍ୟକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ ଅଭିଯୋଗ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଆର୍ ପି ସିଂହ କହିଛନ୍ତି ଯେ ଏହି ପ୍ରସଙ୍ଗରେ ରାଜନୀତି ବନ୍ଦ କରନ୍ତୁ। ଗତକାଲି ସନ୍ଧ୍ୟାରେ ଅମୃତସରରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାନ କେନ୍ଦ୍ର ସରକାର ଏବଂ ବୈଦେଶିକ ମନ୍ତ୍ରଣାଳୟର ପଦକ୍ଷେପ ଉପରେ ପ୍ରଶ୍ନ ଉଠାଇଥିଲେ […]

ସଂପୂର୍ଣ୍ଣ ପଢନ୍ତୁ
Eee

କେରଳ ନର୍ସିଂ କଲେଜରେ ରାଗିଂ ଘଟଣା: ଗିରଫ ୫ ବରିଷ୍ଠ ଛାତ୍ର ବହିଷ୍କୃତ

ତିରୁଅନନ୍ତପୁରମ: କେରଳର କୋଟ୍ଟାୟାମସ୍ଥିତ ସରକାରୀ ନର୍ସିଂ କଲେଜରେ ଘଟିଥିବା ରାଗିଂ ଘଟଣା ବର୍ତ୍ତମାନ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ପୁଲିସ ଏହି ଘଟଣାରେ ବୁଧବାର ୫ ଜଣ ସିନିୟର (ତୃତୀୟ ବର୍ଷ) ଛାତ୍ରଙ୍କୁ ଗିରଫ କରିଥିବାବେଳେ କଲେଜ କର୍ତ୍ତୃପକ୍ଷ ଗୁରୁବାର ସେମାନଙ୍କୁ ବହିଷ୍କାର କରିଛନ୍ତି। ରାଜ୍ୟ ସରକାର ଏହାର ତଦନ୍ତ ନିର୍ଦେଶ ଦେଇଥିବାବେଳେ ଜାତୀୟ ମାନବାଧିକାର କମିସନଙ୍କ ପକ୍ଷରୁ କେରଳ ପୁଲିସକୁ ରିପୋର୍ଟ ତଲବ କରାଯାଇଛି। ଦଶ ଦିନ ମଧ୍ୟରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। […]

ସଂପୂର୍ଣ୍ଣ ପଢନ୍ତୁ
J

ଅନୁପ୍ରବେଶ ଅପେକ୍ଷାରେ ୧୫୦ ଆତଙ୍କବାଦୀ, ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ହାଇ-ଆଲର୍ଟ

ନୂଆଦିଲ୍ଲୀ: ଭାରତ ସୀମା ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ୧୫୦ରୁ ଅଧିକ ପ୍ରଶିକ୍ଷଣପ୍ରାପ୍ତ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ପିଓକେର ନୀଲମ ଭ୍ୟାଲିର ୬ଟି ଲଞ୍ଚ ପ୍ୟାଡ୍‌ରେ ଆତଙ୍କବାଦୀମାନେ ସଜାଗ ରହିଛନ୍ତି। ପିଓକେରେ କାଶ୍ମୀର ଏକତା ଦିବସ ପାଳନ ଦିନ ଠାରୁ ଆତଙ୍କବାଦୀମାନେ ଭାରତ ସୀମାକୁ ଅନୁପ୍ରବେଶ ଲାଗି ଏକଜୁଟ୍ ହୋଇଛନ୍ତି। ଭାରତ ଗୁଇନ୍ଦା ବିଭାଗର ସୂଚନା ଅନୁଯାୟୀ ଏହି ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ଅତିକ୍ରମ କରି ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ […]

ସଂପୂର୍ଣ୍ଣ ପଢନ୍ତୁ
Sunita Williams In Space 1136596

ମାର୍ଚ୍ଚ ୧୯ରେ ମହାକାଶରୁ ଫେରିବେ ସୁନିତା

ଫ୍ଲୋରିଡା : ଦୀର୍ଘ ଆଠ ମାସ ଧରି ଆଇଏସ୍‌ଏସ୍‌ରେ ରହିବା ପରେ ନାସା ମହାକାଶଚାରୀ ସୁନିତା ୱିଲିୟମ୍‌ସ ମାର୍ଚ୍ଚ ୧୯ରେ ପୃଥିବୀ ପୃଷ୍ଠକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି। ସୁନିତା ଓ ସାଥୀ ମହାକାଶଚାରୀ ବୁଚ୍‌ ୱିଲମୋରଙ୍କୁ ଫେରାଇ ଆଣିବାକୁ ମାର୍ଚ୍ଚ ୧୨ରେ ‘ଡ୍ରାଗନ’ ମହାକାଶ ଯାନକୁ ପଠାଯିବ ବୋଲି ନାସା ପକ୍ଷରୁ କୁହାଯାଇଛି। ଆଇଏସ୍‌ଏସ୍‌ ସହ ଡକିଂ ପ୍ରକ୍ରିୟା ଶେଷ ହେବାପରେ ଦାୟିତ୍ବ ହସ୍ତାନ୍ତର କାର୍ଯ୍ୟ ସମ୍ପାଦନ ପାଇଁ ଅତିକମରେ ଏକ ସପ୍ତାହ ସମୟ ଲାଗିବ। […]

ସଂପୂର୍ଣ୍ଣ ପଢନ୍ତୁ
Image 1739603586

‘ଭାରତ ସରକାରଙ୍କ ନୀତିରେ ପ୍ରତିଫଳିତ ବୁଦ୍ଧଙ୍କ ପ୍ରତି ଶ୍ରଦ୍ଧା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଇଲ୍ୟାଣ୍ଡରେ ଆୟୋଜିତ ସମ୍ୱାଦ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ଜରିଆରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଥାଇଲ୍ୟାଣ୍ଡରେ ସମ୍ୱାଦର ସଂସ୍କରଣରେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ। ଏହି କାର୍ଯ୍ୟକ୍ରମକୁ ସମ୍ଭବ କରିଥିବାରୁ ଭାରତ, ଜାପାନ ଏବଂ ଥାଇଲ୍ୟାଣ୍ଡର ବିଶିଷ୍ଟ ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କୁ ସେ ପ୍ରଶଂସା କରିଥିଲେ। ସେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ତାଙ୍କର ଜାପାନୀ ବନ୍ଧୁ ଶ୍ରୀ ସିଞ୍ଜୋ […]

ସଂପୂର୍ଣ୍ଣ ପଢନ୍ତୁ
Capture 69

ପୂର୍ବ ତୁଳନାରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଅଧିକ ମଜଭୁତ ହେବ ବୋଲି କହିଲେ ଟ୍ରମ୍ପ୍

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାକ୍ଷାତ ହୋଇଛି । ହ୍ବାଇଟ୍ ହାଉସରେ ଟ୍ରମ୍ପଙ୍କୁ ଭେଟିଛନ୍ତି ମୋଦୀ । ଉଭୟ ନେତାଙ୍କ ଫଟୋ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳୁଛି । ଦ୍ବିତୀୟ ଥର ଟ୍ରମ୍ପ ରାଷ୍ଟ୍ରପତି ହେବା ପରେ ମୋଦୀ ପ୍ରଥମ ଥର ତାଙ୍କୁ ଭେଟ ହୋଇଛନ୍ତି । ମୋଦୀଙ୍କ ବସିବା ପାଇଁ ଟ୍ରମ୍ପ ପଛପଟୁ ଚେୟାର କାଢୁଥିବା ଦୃଶ୍ୟ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାର ମଧ୍ୟ ଦେଖିବାକୁ […]

ସଂପୂର୍ଣ୍ଣ ପଢନ୍ତୁ
Ce

ନୂଆ ମୁଖ୍ୟ ନିର୍ବାଚନ କମିସନର ଚୟନ ପାଇଁ ୧୭ରେ ବୈଠକ, ଯୋଗ ଦେବେ ମୋଦୀ, ରାହୁଲ

ନୂଆଦିଲ୍ଲୀ : ଦେଶର ନୂଆ ମୁଖ୍ୟ ନିର୍ବାଚନ କମିସନର (ସିଇସି) ଚୟନ ପାଇଁ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଫେବ୍ରୁଆରି ୧୭, ୨୦୨୫ରେ ତିନି ଜଣିଆ କମିଟି ବୈଠକ ଡକାଯାଇଛି। ଚୟନ କମିଟି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗ ଦେବେ। ବର୍ତ୍ତମାନର ସିଇସି ରାଜୀବ କୁମାରଙ୍କ କାର୍ଯ୍ୟକାଳ ଫେବ୍ରୁଆରି ୧୮ରେ ଶେଷ ହେଉଛି। ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Fmd2nec1rt0jhiychyfd

ଆମେରିକାରେ ମୋଦୀଙ୍କ ବୟାନକୁ ନେଇ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ, ଜଣେ ସାମ୍ବାଦିକ ଗୌତମ ଆଦାନୀଙ୍କ ମାମଲା ସମ୍ପର୍କରେ ଏକ ପ୍ରଶ୍ନ ପଚାରିଥିଲେ। ପ୍ରଶ୍ନର ଉତ୍ତର ଦେବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଦୁଇ ଦେଶର ନେତା ବ୍ୟକ୍ତିଗତ ବିଷୟରେ କଥା ହୁଅନ୍ତି ନାହିଁ। ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ବୟାନକୁ ଟାର୍ଗେଟ କରିଛନ୍ତି। ସେ କହିଥିଲେ ଯେ […]

ସଂପୂର୍ଣ୍ଣ ପଢନ୍ତୁ