ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ
ନୂଆଦିଲ୍ଲୀ,୧୩।୨: ମଣିପୁରରେ ଲାଗୁ ହୋଇଛି ରାଷ୍ଟ୍ରପତି ଶାସନ। ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ଇସ୍ତଫା ପରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ଗୃହ ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ଏନ ବୀରେନ ସିଂହଙ୍କ ଇସ୍ତଫା ପରେ, ନୂଆ ମୁଖ୍ୟମନ୍ତ୍ରୀ ନେଇ ଆଲୋଚନା କରାଯାଇଥିଲା, ଏହି ସମୟରେ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଛି। କହି ରଖୁଛୁ ଯେ ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ଇସ୍ତଫା ସେହି ସମୟରେ ଆସିଥିଲା ଯେତେବେଳେ କଂଗ୍ରେସ ପକ୍ଷରୁ ବିଧାନସଭାରେ ଅନାସ୍ଥା […]
ସଂପୂର୍ଣ୍ଣ ପଢନ୍ତୁ