ମାଘ ପୂର୍ଣ୍ଣିମା ପୂର୍ବରୁ ମହାକୁମ୍ଭରେ ପ୍ରବଳ ଭିଡ଼ : ପ୍ରୟାଗରାଜ ସଙ୍ଗମ ଷ୍ଟେସନକୁ ବନ୍ଦ କରାଗଲା
ପ୍ରୟାଗରାଜ : ମାଘ ପୂର୍ଣ୍ଣିମା ପୂର୍ବରୁ କୁମ୍ଭମେଳାକୁ ଶ୍ରଦ୍ଧାଳୁଙ୍କ ଛୁଅ ଛୁଟିବାରେ ଲାଗିଛି । ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରୟାଗରାଜ ସଙ୍ଗମ ଷ୍ଟେସନକୁ ରବିବାର (ଫେବ୍ରୁଆରି ୯) ଅପରାହ୍ନ ୧ଟା ୩୦ରୁ ବନ୍ଦ ରଖାଯାଇଛି। ଅତୀତରେ ମଧ୍ୟ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ନାନ ପର୍ବ ସମୟରେ ଷ୍ଟେସନକୁ ବନ୍ଦ ରଖାଯାଇଥିଲା। ଫେବ୍ରୁଆରି ୧୨ ତାରିଖରେ ପୂର୍ଣ୍ଣିମା ଥିବା ବେଳେ ୧୧ ତାରିଖରୁ ଏହା ବନ୍ଦ ହେବାର ଥିଲା। ତେବେ ଅତ୍ୟଧିକ ଭିଡ଼ ଯୋଗୁଁ ଆଜିଠାରୁ ଏହାକୁ […]
ସଂପୂର୍ଣ୍ଣ ପଢନ୍ତୁ