ପରମାଣୁ ବୈଜ୍ଞାନିକମାନେ ସେଟ୍ କଲେ ପ୍ରଳୟର ସମୟ, ମଧ୍ୟରାତ୍ରିର ନିକଟତର ହେଲା ‘ଡୁମ୍ସଡେ କ୍ଲକ’

ନୂଆଦିଲ୍ଲୀ ୨୯/୦୧: ପରମାଣୁ ବୈଜ୍ଞାନିକ ତିଆରି କରିଥିଲେ ପ୍ରଳୟର ଘଣ୍ଟା । ୭୮ ବର୍ଷ ପୂର୍ବ ପରମାଣୁ ବୈଜ୍ଞାନିକ ଏକ ନିଆରା ଘଣ୍ଟାକୁ ତିଆରି କରିଥିଲେ । ଯାହାକୁ ‘ଡୁମ୍ସଡେ କ୍ଲକ୍’ ବୋଲି ନାମ ଦିଆଯାଇଛି । ମହାବିନାଶର ସମୟ ଜାଣିବା ପାଇଁ ତିଆରି କରାଯାଇଥିଲା ସେହି ଘଡି। ଯେଉଁଥିରେ ସମୟ ମଧ୍ୟରାତ୍ରିର ୯୦ ସେକେଣ୍ଡ ଦୂରରେ ଅଛି । ଯେମିତିକି ଅର୍ଦ୍ଧରାତ୍ରୀର ଏହି ସମୟରେ ପୃଥିବୀ ଧ୍ୱସଂ ହୋଇଯିବ । ମଣିଷର ଅସ୍ତିତ୍ୱ ରହିବ ନାହିଁ […]

ସଂପୂର୍ଣ୍ଣ ପଢନ୍ତୁ

ସାଉଦି ଆରବରେ ସଡ଼କ ଦୁର୍ଘଟଣା: ୯ ଭାରତୀୟଙ୍କ ମୃତ୍ୟୁ

ଜେଦା: ସାଉଦି ଆରବର ପଶ୍ଚିମ ଅଞ୍ଚଳର ଜିଜାନ ନିକଟରେ ବୁଧବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣ ଭାରତୀୟଙ୍କର ମୃତ୍ୟୁ ଘଟିଛି। ଏହି ସଡ଼କ ଦୁର୍ଘଟଣା ନେଇ ସମବେଦନା ଜଣାଇ ଜେଦାରେ ଥିବା ଭାରତୀୟ କନସୁଲେଟ୍ କହିଛନ୍ତି ଯେ, ପୀଡ଼ିତ ପରିବାରକୁ ସମ୍ପୂର୍ଣ୍ଣ ସହାୟତା କରାଯିବ। ଦୂତାବାସ କହିଛି ଯେ, ସ୍ଥାନୀୟ କର୍ତ୍ତୃପକ୍ଷ ଏବଂ ପୀଡିତଙ୍କ ସମ୍ପର୍କୀୟଙ୍କ ସହ ଯୋଗାଯୋଗ କରାଯାଇଛି। ଜେଦାରେ ଥିବା ଭାରତୀୟ କନସୁଲେଟ୍ ପୀଡିତଙ୍କ ପରିବାରକୁ ସମବେଦନା […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭରେ ଦଳାଚକଟାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କଲେ ମୋଦୀ

ପ୍ରୟ‌ାଗରାଜ: ବୁଧବାର ସକାଳେ ପ୍ରୟାଗରାଜର ମହାକୁମ୍ଭରେ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୌନୀ ଅମାବାସ୍ୟାରେ ପବିତ୍ର ବୁଡ଼ ପକାଇବା ପାଇଁ ହଜାର ହଜାର ଭକ୍ତ ତ୍ରିବେଣୀ ସଂଗମରେ ପ୍ରବେଶ କରିବା ସମୟରେ ଏହି ଅଘଟଣ ଘଟିଥିଲା। ମୃତକଙ୍କ ବ୍ୟତୀତ ଅନେକ ଲୋକ ଆହତ ହୋଇଥିବା ବେଳେ ଅନେକ ପରିବାର ଅଲଗା ହୋଇଯାଇଛନ୍ତି ବୋଲି ପ୍ରତ୍ୟେକ୍ଷଦର୍ଶୀମାନେ ଗଣମାଧ୍ୟମରେ କହିଛନ୍ତି। ଏହି ଅଘଟଣକୁ ନେଇ ନିଜର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭରେ ମହାଅଘଟଣ: ଦଳାଚକଟାରେ ୧୦ ମୃତ ଆଶଙ୍କା, ଶତାଧିକ ଆହତ

ପ୍ରୟାଗରାଜ : ମହାକୁମ୍ଭରେ ଦଳାଚକଟା । ଅଧିକ ଭିଡ କାରଣରୁ ଦଳାଚକଟା । ଦଳାଚକଟାରେ ୧୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତଙ୍କୁ ପ୍ରୟାଗରାଜ ମେଡିକାଲରେ ଭର୍ତ୍ତି କରାଯାଇଛି । ଦଳାଚକଟା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପରାମର୍ଶ ଦେଇ କହିଛନ୍ତି, ‘‘କୌଣସି ପ୍ରକାରର ଗୁଜବ ଉପରେ ବିଶ୍ବାସ କରନ୍ତୁ ନାହିଁ। ଦଳାଚକଟା ସ୍ଥିତି ପରେ ଏବେ ସ୍ଥିତି ସ୍ବାଭାବିକ ରହିଛି। ଦିନ ତମାମ […]

ସଂପୂର୍ଣ୍ଣ ପଢନ୍ତୁ

ଭାରତକୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ବିକ୍ରି କରିବାକୁ ଚାପ ପକାଉଛନ୍ତି ଟ୍ରମ୍ପ

ୱାଶିଂଟନ୍: ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାହୁଁଛନ୍ତି ଯେ, ଭାରତ ସର୍ବାଧିକ ସଂଖ୍ୟକ ଆମେରିକୀୟ ଅସ୍ତ୍ରଶସ୍ତ୍ର କିଣୁ। ଆମେରିକାର ଅସ୍ତ୍ରଶସ୍ତ୍ର କିଣିବା ପାଇଁ ଡୋନାଲ୍ଡ ଟ୍ରମ୍ପ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଚାପ ପକାଇଥିବା କୁହାଯାଉଛି। ବୈଦେଶିକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ସୋମବାର ଆମେରିକା ରାଷ୍ଟ୍ରପତି ଭାରତ ସହିତ ଏହାର ବାଣିଜ୍ୟିକ ସମ୍ପର୍କକୁ ସନ୍ତୁଳିତ କରିବାକୁ କହିଛନ୍ତି। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠିଛି ଯେ, ଡୋନାଲ୍ଡ ଟ୍ରମ୍ପ କାହିଁକି ଭାରତକୁ ବହୁ ସଂଖ୍ୟକ ଅସ୍ତ୍ରଶସ୍ତ୍ର […]

ସଂପୂର୍ଣ୍ଣ ପଢନ୍ତୁ

ଫେବ୍ରୁଆରୀରେ ମୋଦି ଆସୁଛନ୍ତି ହ୍ବାଇଟ ହାଉସ, ଟ୍ବିଟ କରି ସୂଚନା ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ଫେବ୍ରୁଆରୀରେ ପୁଣି ପ୍ରଧାନମନ୍ତ୍ରୀ ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭେଟଘାଟକୁ ନେଇ ଚର୍ଚ୍ଚା । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି ଟ୍ରମ୍ପ । ଗଣମାଧ୍ୟମକୁ ଇଣ୍ଟରଭ୍ୟୁରେ ଟ୍ରମ୍ପ କହିଛନ୍ତି ସୋମବାର ଭାରତର ପ୍ରଦାନମନ୍ତ୍ରୀ ମୋଦିଙ୍କ ସହ ଅନେକ ସମୟ ଧରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ଆଗକୁ ମୋଦିଙ୍କ ସହ ୱା-ଟୁ-ୱାନ ଆଲୋଚନା ହେବ । ଫେବ୍ରୁଆରୀରେ ମୋଦି ହ୍ବାଇଟ ହାଉସ ଗସ୍ତରେ ଆସିବେ । ନଭେମ୍ବର […]

ସଂପୂର୍ଣ୍ଣ ପଢନ୍ତୁ

ଉତ୍କର୍ଷ ଓଡ଼ିଶା କନକ୍ଲେଭ: “ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ” କହିଲେ ମୋଦି

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି ।  ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି କହିଛନ୍ତି, ମୁଁ ଖୁସି ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ଟିମ୍ ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ଆଗେଇନେବାର ପ୍ରୟାସ ଆରମ୍ଭ କରିଛନ୍ତି। ୨୦୨୫ର ଆରମ୍ଭ ସମୟରେ ଜାନୁଆରିରେ ଓଡ଼ିଶା ଆସିଥିଲି । […]

ସଂପୂର୍ଣ୍ଣ ପଢନ୍ତୁ

ସରକାରୀ ପାଣ୍ଠିରେ ପୁନରୁଦ୍ଧାର ହେବ ରାଷ୍ଟ୍ରାୟତ୍ତ କମ୍ପାନୀ: ‘ପବନ ହଂସ’ରେ ପ୍ରାୟ ୨୩୦ ନିୟୁତ ଡଲାରରୁ ୩୫୦ ନିୟୁତ ଡଲାର ପୁଞ୍ଜି ନିବେଶ କରିବାକୁ ଯୋଜନା

ନୂଆଦିଲ୍ଲୀ: ଆଞ୍ଚଳିକ ଦଳ ସହଯୋଗରେ କ୍ଷମତାକୁ ଫେରିବା ପରେ ଚାପରେ ଥିବା ମୋଦୀ ସରକାର ଘରୋଇକରଣ ଛାଡ଼ି ଋଗ୍ଣ ସରକାରୀ ଉଦ୍ୟୋଗରେ କୋଟି କୋଟି ଟଙ୍କା ନିବେଶ କରୁଛନ୍ତି। ୨୦୨୫ରେ ଗୋଟିଏ ମାସ ମଧ୍ୟରେ, କେନ୍ଦ୍ର ସରକାର ଦୁଇଟି ରାଷ୍ଟ୍ରାୟତ୍ତ ଫାର୍ମକୁ ଘରୋଇ କମ୍ପାନୀକୁ ବିକ୍ରି କରିବାରେ ବିଫଳ ହେବା ପରେ ସେମାନଙ୍କ ପାଇଁ ପ୍ରାୟ ୧.୫ ବିଲିୟନ ଡଲାର ଆର୍ଥିକ ଉଦ୍ଧାର ପ୍ୟାକେଜ ବିନିଯୋଗ କରିବାକୁ ଯୋଜନା କରିଛନ୍ତି।  ଘରୋଇକରଣ ନେଇ ଗଠିତ ଏକ ସରକାରୀ […]

ସଂପୂର୍ଣ୍ଣ ପଢନ୍ତୁ

ଶ୍ରୀଲଙ୍କା ନୌସେନା ଗୁଳିରେ ୫ ଭାରତୀୟ ମତ୍ସ୍ୟଜୀବୀ ଆହତ

ଭାରତୀୟ ମତ୍ସ୍ୟଜୀବୀଙ୍କ ଉପରେ ଗୁଳି ଚଳାଇଛି ଶ୍ରୀଲଙ୍କା ନୌସେନା । ଏଥିରେ ୫ ମତ୍ସ୍ୟଜୀବୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ କଡ଼ା ପ୍ରତିକ୍ରିୟା ଦେଇ ଶ୍ରୀଲଙ୍କା ନୌସେନାର କାର୍ଯ୍ୟାନୁଷ୍ଠାନକୁ ତୀବ୍ର ବିରୋଧ କରିଛି । ମନ୍ତ୍ରଣାଳୟ ଏ ନେଇ ଶ୍ରୀଲଙ୍କାର ଉଚ୍ଚାୟୁକ୍ତଙ୍କୁ ତଲବ କରିଛି । ମଙ୍ଗଳବାର ସକାଳେ ଡେଲଫଟ୍ ଦ୍ୱୀପ ନିକଟରେ ଶ୍ରୀଲଙ୍କା ନୌସେନା ବାହିନୀ ୧୩ ଜଣ […]

ସଂପୂର୍ଣ୍ଣ ପଢନ୍ତୁ

ମୁଇଜୁଙ୍କ ସଙ୍କଟ ବଢ଼ିଲା: ବାଚସ୍ପତିଙ୍କ ସହ ବିବାଦ

ମାଲେ: ମାଳଦ୍ୱୀପର ରାଜନୀତି ପୁଣି ଥରେ ସରଗରମ ହେବାରେ ଲାଗିଛି। ଦେଶର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ସଂସଦ ବାଚସ୍ପତି ଅବଦୁଲ ରହିମ ଅବଦୁଲ୍ଲାଙ୍କ ମଧ୍ୟରେ ବିବାଦ ସାମ୍ନାକୁ ଆସିଛି। ମହମ୍ମଦ ମୁଇଜୁ ବାଚସ୍ପତି ଅବଦୁଲ ରହିମଙ୍କ ପୁଅ ଇବ୍ରାହିମ ଫୈ ସଲଙ୍କୁ ପର୍ଯ୍ୟଟନ ମନ୍ତ୍ରୀ ପଦରୁ ବରଖାସ୍ତ କରିଛନ୍ତି। ମାଳଦ୍ୱୀପ ଗଣମାଧ୍ୟମ ଅଧାଧୁ ଏହି ବିଷୟରେ ସୂଚନା ଦେଇଛି। ମଙ୍ଗଳବାର ସକାଳେ ଫୈସଲଙ୍କୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ବହିଷ୍କାର ଚିଠି ମିଳିଛି। ତାଙ୍କ ସ୍ଥାନରେ ଅର୍ଥନୈ ତିକ […]

ସଂପୂର୍ଣ୍ଣ ପଢନ୍ତୁ