ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଟ୍ରମ୍ପ ରାଷ୍ଟ୍ରପତିଭାବ୍ ଶପଥ ନେବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଥିଲେ। ଉଭୟ ନେତା ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉପରେ ଆଲୋଚନା କରିଥିଲେ ଏବଂ ଭାରତ ଏବଂ ଆମେରିକା ମଧ୍ୟରେ ପାରସ୍ପରିକ ଲାଭଦାୟକ […]

ସଂପୂର୍ଣ୍ଣ ପଢନ୍ତୁ

ଉତ୍ତରାଖଣ୍ଡରେ ଲାଗୁ ହେଲା ୟୁନିଫର୍ମ ସିଭିଲ୍ କୋଡ୍

ନୂଆଦିଲ୍ଲୀ : ଇତିହାସ ସୃଷ୍ଟି କଲା ଉତ୍ତରାଖଣ୍ଡ । ଦେଶର ପ୍ରଥମ ରାଜ୍ୟ ଭାବେ ଲାଗୁ କଲା ୟୁନିଫର୍ମ ସିଭିଲ୍ କୋଡ୍ । ପ୍ରଧାନମନ୍ତ୍ରୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ UCC (Uniform Civil Code ) ପୋର୍ଟାଲର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । UCC ଉତ୍ତରାଖଣ୍ଡ ରାଜ୍ୟ ପାଇଁ ଲାଗୁ ହୋଇଛି । ଏଥି ସହିତ ରାଜ୍ୟ ବାହାରେ ରହୁଥିବା ଉତ୍ତରାଖଣ୍ଡର ବାସିନ୍ଦାଙ୍କ ପାଇଁ ମଧ୍ୟ ଏହା ଲାଗୁ ହେବେ । ମୁଖ୍ୟମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ

ପୁଣେରେ ଗୁଇଲେନ୍-ବାରେ ସିଣ୍ଡ୍ରୋମ୍ ଆତଙ୍କ, ଏହି ରୋଗରେ ଜଣଙ୍କର ମୃତ୍ୟୁ

ପୁନେ : ଭାରତରେ ୨୦୧୯ ମସିହାରେ କରୋନା ଦ୍ରୁତଗତିରେ ସଂକ୍ରମିତ ହୋଇଥିଲା । ବର୍ତ୍ତମାନ ଯାଏଁ ଏହାର ଭୟ ମନରୁ ଲିଭିନଥିବା ବେଳେ ପୁଣି ମାଡ଼ିଆସୁଛି ଅନ୍ୟ ଏକ ବିପଦ । ଏମିତିକି ଏକ ନିର୍ଦ୍ଧିଷ୍ଟ ରୋଗରେ ଶିକାର ହୋଇ ମହାରାଷ୍ଟ୍ରର ସୋଲାପୁର(Solapur) ଜିଲ୍ଲାର ଜଣେ ମୃତ୍ୟୁବରଣ କରିଛନ୍ତି । ଏହି ନୂଆ ରୋଗ ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ୮୦ ବର୍ଷୀୟ ବୃଦ୍ଧଙ୍କୁ ମଧ୍ୟ ସଂକ୍ରମିତ ହେଉଛି । ତେବେ ହସ୍ପିଟାଲରେ ପରୀକ୍ଷା କରାଯିବା […]

ସଂପୂର୍ଣ୍ଣ ପଢନ୍ତୁ

କମିଲା ସୁନା ଦର

ନୂଆଦିଲ୍ଲୀ : ଆଜି ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୫,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୭,୫୪୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୦,୩୨୦ ଟଙ୍କା ରହିଛି । କଟକରେ ମଧ୍ୟ ସୁନା […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭ ମେଳାରେ ଅଘଟଣ; ସଙ୍ଗମ ସ୍ଥଳରେ ବୁଡ଼ିଲା ଡଙ୍ଗା

ପ୍ରୟାଗରାଜ : ମହାକୁମ୍ଭ ମେଳାରେ ଘଟିଛି ଅଘଟଣ। ସଙ୍ଗମ ଘାଟରେ ଏକ ଡଙ୍ଗା ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ୧୦ ଶ୍ରଦ୍ଧାଳୁ । ଏନଡିଆରଏଫ୍‌ ଟିମ ତୁରନ୍ତ ପହଞ୍ଚି ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିଥିଲେ। ୪୫ ଦିନ ଧରି ଚାଲିଥିବା ପ୍ରୟାଗରାଜ ମହାକୁମ୍ଭରେ ମେଳାରେ ଶ୍ରଦ୍ଧାଳୁ ଭିଡ଼ ଜମୁଛି। ଗତକାଲି କିଛି ଶ୍ରଦ୍ଧାଳୁ ଡଙ୍ଗାରେ ସ୍ନାନ କରିବା ପାଇଁ ସଙ୍ଗମ ସ୍ଥଳକୁ ଯାଉଥିଲେ। ଏହି ସମୟରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। […]

ସଂପୂର୍ଣ୍ଣ ପଢନ୍ତୁ

ଆମେରିକାରେ ବେଆଇନ ଭାବେ ରହୁଥିବା ଭାରତୀୟଙ୍କୁ ଖୋଜୁଛି ପୁଲିସ, ଗୁରୁଦ୍ବାରାରେ ତଲାସୀ

ନ୍ୟୁୟର୍କ: ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ସମଗ୍ର ଆମେରିକାରେ ବେଆଇନ ପ୍ରବାସୀଙ୍କ ଖୋଜା ଆରମ୍ଭ ହୋଇଛି । ଏହି କ୍ରମରେ ଆମେରିକାରେ ବେଆଇନଭାବେ ରହୁଥିବା ଭାରତୀୟଙ୍କ ବିରୋଧରେ ବି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ସୋମବାର ଦିନ ଆମେରିକାର ସୁରକ୍ଷା ଏଜେଣ୍ଟମାନେ ବେଆଇନ ପ୍ରବାସୀଙ୍କୁ ଖୋଜିବା ପାଇଁ ନ୍ୟୁୟର୍କ ଏବଂ ନ୍ୟୁଜର୍ସିର ଗୁରୁଦ୍ୱାରରେ ପହଞ୍ଚିଥିଲେ। ଉପାସନା ସ୍ଥଳ ସମେତ ସମ୍ବେଦନଶୀଳ ଅଂଚଳରେ କିମ୍ବା ଏହାର ଆଖପାଖ ଅଞ୍ଚଳରେ ଆଇନ ପ୍ରଣୟନ ଉପରେ ପ୍ରତିବନ୍ଧକ ଲଗାଇଥିବା ନୀତିକୁ ବାଇଡେନ […]

ସଂପୂର୍ଣ୍ଣ ପଢନ୍ତୁ

ଆରାକାନ ସେନାର ନିର୍ଯାତନା: ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି ରୋହିଙ୍ଗ୍ୟା

ନାପିଦ୍ବ: ମିଆଁମାରରେ ବିଦ୍ରୋହୀ ଗୋଷ୍ଠୀ ଆରାକାନ୍ ଆର୍ମି (ଏଏ)ର ପ୍ରଭାବ ବୃଦ୍ଧି ପାଇଛି। ମିଆଁମାରର ରାଖାଇନ୍ ରାଜ୍ୟକୁ ଆରାକାନ୍ ଆର୍ମି ଜୁଣ୍ଟା ସେନାଠାରୁ ଛଡ଼ାଇ ନିଜ ଦଖଲକୁ ନେଇଛି। ଏହି କାରଣରୁ ସ୍ଥାନୀୟ ରୋହିଙ୍ଗ୍ୟାମାନଙ୍କର ଭବିଷ୍ୟତ ଅନିଶ୍ଚିତ ହୋଇପଡିଛି। ମିଆଁମାରର ବାଂଲାଦେଶ ସହିତ ୨୭୦ କିଲୋମିଟର ସୀମା ଉପରେ ମଧ୍ୟ ଆରାକାନ୍ ଆର୍ମି ନିଜର ନିୟନ୍ତ୍ରଣକୁ ମଜବୁତ କରିଛି। ଏହା ସହିତ ଆରାକାନ ସେନା ବର୍ତ୍ତମାନ ବାଂଲାଦେଶ ସହ ଆଲୋଚନା କରିବାର ସ୍ଥିତିରେ ଅଛି। ଆରାକାନ୍ ଆର୍ମିର […]

ସଂପୂର୍ଣ୍ଣ ପଢନ୍ତୁ

ଭାରତ-ବାଂଲାଦେଶ ସୀମାରୁ ୧.୪ କୋଟି ଟଙ୍କାର କଫସିରଫ ଜବତ

ନୂଆଦିଲ୍ଲୀ: ସୀମା ସୁରକ୍ଷା ବଳ (BSF) ଦକ୍ଷିଣ ବଙ୍ଗ ଫ୍ରଣ୍ଟିୟରର ୩୨ତମ ବାଟାଲିୟନ ଏକ ବଡ ଡ୍ରଗ୍ସ ଚୋରା ଚାଲାଣ ଉପରେ ଚଢ଼ାଉ କରିଛି | ପଶ୍ଚିମବଙ୍ଗର ଭାରତ-ବାଂଲାଦେଶ ଆନ୍ତର୍ଜାତୀୟ ସୀମାରେ ନଦୀୟା ଜିଲ୍ଲାର କିଶନଗଞ୍ଜ ଥାନା ଅଞ୍ଚଳ ଅନ୍ତର୍ଗତ ମାଝଡିଆର ନାଘାଟା ଅଞ୍ଚଳରେ ବିଏସଏଫ ଏକ ବଡ଼ ଅପରେସନ୍ କରିଥିଲା। ଏହି ଅଭିଯାନରେ, ୩ଟି ଭୂତଳ ସଂରକ୍ଷଣ ଟାଙ୍କିରୁ ୬୨୨୦୦ ବୋତଲ ଫେନସିଡିଲ ଜବତ କରାଯାଇଥିଲା। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧,୪୦,୫୮,୪୪୪ ଟଙ୍କା । […]

ସଂପୂର୍ଣ୍ଣ ପଢନ୍ତୁ

ବିଜେପିର ନିର୍ବାଚନ ଶେଷ ହୋଇଯାଇଛି : କେଜ୍ରିଓ୍ବାଲ୍

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନକୁ ନେଇ ପ୍ରଚାର ଚରମରେ ପହଞ୍ଚିଛି । ସେପଟେ ଶନିବାର ବିଜେପି ସଂକଳ୍ପ ପତ୍ରର ତୃତୀୟ ଭାଗ ଜାରି କରିଛି। ଅମିତ ଶାହା ଏହି ସଂକଳ୍ପ ପତ୍ରର ଶୁଭାରମ୍ଭ କରିଛନ୍ତି। ସେପଟେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ପୂର୍ବତନ ସିଏମ ଅରବିନ୍ଦ କେଜ୍ରିୱାଲ ଏହାକୁ ଟାର୍ଗେଟ କରିଛନ୍ତି । ଦିଲ୍ଲୀ ପାଇଁ ବିଜେପିର କୌଣସି ଯୋଜନା ନାହିଁ ବୋଲି ସେ ଦାବି କରିଛନ୍ତି। ଅରବିନ୍ଦ କେଜ୍ରିଓ୍ଵାଲ ନିଜ ଏକ୍ସ ହ୍ୟାଣ୍ଡେଲରେ […]

ସଂପୂର୍ଣ୍ଣ ପଢନ୍ତୁ

ସମ୍ବିଧାନ ଆମର ସାମୂହିକ ପରିଚୟର ଆଧାର: ରାଷ୍ଟ୍ରପତି

ନୂଆଦିଲ୍ଲୀ: ୭୬ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ର ଦିବସ ଅବସରରେ ମୁଁ ଆପଣଙ୍କୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି। ୭୫ବର୍ଷ ପୂର୍ବେ, ୨୬ ଜାନୁଆରୀରେ, ଭାରତର ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା। ଆଜି ଆମେ ପ୍ରଥମେ ଦେଶ ନିର୍ମାଣରେ ନିଜର ପଦଚିହ୍ନ ଛାଡ଼ିଥିବା ମହାମନିଷୀଙ୍କୁ ସ୍ମରଣ କରିବା ଉଚିତ୍। ଯେଉଁମାନେ ମାତୃଭୂମିକୁ ବିଦେଶୀ ଶାସନ କବଳରୁ ମୁକ୍ତ କରିବା ପାଇଁ ବଳିଦାନ ଦେଇଥିଲେ। ଆମେ ଚଳିତ […]

ସଂପୂର୍ଣ୍ଣ ପଢନ୍ତୁ