ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ରୋକ୍‌, ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ପୂର୍ବତନ ଟ୍ରେନି  ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ୱସ୍ତି। ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ହାଇକୋର୍ଟରୁ ଜାମିନ ନ ପାଇବା ପରେ ପୂଜା ଏହାକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତବର୍ଷ UPSC ଦ୍ୱାରା ପୂଜା ଖେଡକରଙ୍କ ପ୍ରାର୍ଥୀପତ୍ର ବାତିଲ କରାଯାଇଥିଲା। ଅନ୍ୟ ପଛୁଆ ବର୍ଗ (ଓବିସି) ଏବଂ ଦିବ୍ୟାଙ୍ଗ କୋଟାର ଫେକ୍‌ ତଥ୍ୟ ଦେଇ ଖେଡକର ସିଭିଲ ସର୍ଭିସ ପରୀକ୍ଷା ହାସଲ କରିଥିବା ଅଭିଯୋଗ ହୋଇଛି। ପୂଜା ଖେଡକରଙ୍କ ଜାମିନ ଆବେଦନ ଶୁଣାଣି ବେଳେ ଜଷ୍ଟିସ ଭି ନାଗରଥନା ଏବଂ ଜଷ୍ଟିସ ସତୀଶ ଚନ୍ଦ୍ର ଶର୍ମାଙ୍କ ଏକ ବେଞ୍ଚ ଦିଲ୍ଲୀ ସରକାର […]

ସଂପୂର୍ଣ୍ଣ ପଢନ୍ତୁ

ତାହିର ହୁସେନଙ୍କ ଜାମିନ ଆବେଦନକୁ ଦିଲ୍ଲୀ ପୋଲିସର ବିରୋଧ, କହିଲା- ନିର୍ବାଚନ ଲଢିବା ନୁହେଁ ମୌଳିକ ଅଧିକାର

ନୂଆଦିଲ୍ଲୀ ୧୫।୧: ଦିଲ୍ଲୀ ପୋଲିସ ଫେବୃଆରୀ ୨୦୨୦ ଦଙ୍ଗା ସମ୍ପର୍କିତ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ତଥା ପୂର୍ବତନ ଆମ ଆଦମୀ ପାର୍ଟି (ଆପ) ନେତା ତାହିର ହୁସେନଙ୍କ ଜାମିନ ଆବେଦନକୁ କୋର୍ଟରେ ବିରୋଧ କରିଛି। ତାହିର ହୁସେନ ଏଆଇଏମଆଇଏମ ଟିକେଟରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲଢିବା ପାଇଁ କୋର୍ଟଙ୍କୁ ଅନ୍ତରୀଣ ଜାମିନ ନିମନ୍ତେ ଆବେଦନ କରିଥିଲେ। ତେବେ ପୋଲିସ ‘ନିର୍ବାଚନ ଲଢିବା ମୌଳିକ ଅଧିକାର ତ ନୁହେଁ, ହେଲେ କଷ୍ଟଡି ପାରୋଲର   ଔପଚାରିକତା ପୂରଣ କରି […]

ସଂପୂର୍ଣ୍ଣ ପଢନ୍ତୁ

ବିଏସଏଫକୁ ମିଳିବ ପର୍ଶୁରାମଙ୍କ ଅସ୍ତ୍ର ’ଭାର୍ଗବାସ୍ତ୍ର’

ନୂଆଦିଲ୍ଲୀ: ସୀମାରେ ଅଶାନ୍ତି ସୃଷ୍ଚି କରିବାରେ ପାକିସ୍ତାନ ବେଶ୍‌ ଧୁରନ୍ଧର । ବିନା କାରଣରେ ଗୁଳିମାଡ଼ କରିବା ସହିକ ଭାରତୀୟ ସେନା ଉପରକୁ ଆକ୍ରମଣ କରୁଥିବା ଅନେକ ସମୟରେ ନଜିର ରହିଛି । ପାକିସ୍ତାନକୁ ଜବାବ ଦେବା ଲାଗି ସେନା ପ୍ରତି ମୁହୂର୍ତ୍ତରେ ସଜାଗ ବି ଥାଏ । ପାକିସ୍ତାନକୁ ପାନେ ଦେବା ଲାଗି ବିଏସଏଫ ବି ରଣନୀତି ପ୍ରସ୍ତୁତ କରିଛି ସତ ହେଲେ ପଡୋଶୀର ଆକ୍ରମଣରେ ଅକାରଣରେ ଜୀବନ ଦେଉଛନ୍ତି ଭାରତୀୟ ଯବାନ । ହେଲେ […]

ସଂପୂର୍ଣ୍ଣ ପଢନ୍ତୁ

ୟୁକ୍ରେନର ୧୦୦ଟି ସ୍ଥାନରେ ରୁଷର ପ୍ରଚଣ୍ଡ ଆକ୍ରମଣ

କିବ୍ : ରୁଷ୍ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଛି। ଏକାସାଙ୍ଗରେ ୟୁକ୍ରେନର ୧୦୦ ଟି ସ୍ଥାନରେ ଉପରେ ଆକ୍ରମଣ କରିଛି ରୁଷ ସେନା । କୃଷ୍ଣ ସାଗରର ଟିୟୁ-୯୫ ବୋମାବର୍ଷକ ବିମାନରୁ କ୍ରୁଜ୍ କ୍ଷେପଣାସ୍ତ୍ର ନିକ୍ଷେପ କରି ଏହି ଆକ୍ରମଣ କରାଯାଇଛି। ଗତ ୩ ବର୍ଷ ମଧ୍ୟରେ ଏହା ରୁଷିଆର ସବୁଠାରୁ ବଡ଼ ଆକ୍ରମଣ। ମଙ୍ଗଳବାର ରାତିରେ ୟୁକ୍ରେନ ରୁଷିଆ ଉପରେ ଆକ୍ରମଣ କରିଥିବାରୁ ରୁଷିଆର ଏହି ଆକ୍ରମଣକୁ ୟୁକ୍ରେନର ପ୍ରତିଶୋଧ ବୋଲି […]

ସଂପୂର୍ଣ୍ଣ ପଢନ୍ତୁ

ମୂର୍ତ୍ତି ଭାଙ୍ଗିଲେ ବି ଖର୍ଚ୍ଚ ବଢିବ… ଭଙ୍ଗାଯିବନି ମାୟାବତୀଙ୍କ ମୂର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ସରକାରୀ ଖର୍ଚ୍ଚରେ ନିଜର ଓ ନିଜ ଦଳର ସଂକେତ ହାତୀ ମୂର୍ତ୍ତି ଲଗାଇବା ବିରୋଧରେ ତାଙ୍କ ବିରୋଧରେ ରୁଜ୍ଜୁ ହୋଇଥିବା ମାମଲାକୁ ରଦ୍ଦ କରିଛନ୍ତି କୋର୍ଟ । ସୁପ୍ରିମ୍ କୋର୍ଟ ଏହାକୁ ଏକ ପୁରୁଣା ମାମଲା ବୋଲି ବର୍ଣ୍ଣନା କରି କହିଛନ୍ତି ଯେ ଯଦି ମୂର୍ତ୍ତିଗୁଡ଼ିକୁ ହଟାଇବାକୁ କୁହାଯାଏ, ତେବେ ଏହା ସରକାରଙ୍କ ଖର୍ଚ୍ଚ ମଧ୍ୟ ବଢ଼ାଇବ। ୨୦୦୯ରେ ମାୟାବତୀ ମୁଖ୍ୟମନ୍ତ୍ରୀ ଥିବା ବେଳେ […]

ସଂପୂର୍ଣ୍ଣ ପଢନ୍ତୁ

୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ

ନୂଆଦିଲ୍ଲୀ: ପବିତ୍ର ମକର ସଂକ୍ରାନ୍ତି ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗତମଙ୍ଗଳବାର ପ୍ରୟାଗରାଜର ମହାକୁମ୍ଭରେ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ତ୍ରିବେଣୀ ସଙ୍ଗମରେ ପ୍ରଥମ ‘ଅମୃତ ସ୍ନାନ’ କରିଥିଲେ। ଏହି ଅମୃତ ସ୍ନାନ ବିଶ୍ୱାସୀମାନଙ୍କୁ ପାପରୁ ମୁକ୍ତ କରିଥାଏ ତଥା ଜୀବନ-ମୃତ୍ୟୁ ଚକ୍ରରୁ ମୁକ୍ତି ପ୍ରଦାନ କରିଥାଏ ବୋଲି କଥା‌ରେ ଅଛି। ଏହି କ୍ରମ‌ରେ ଆପଲ କୋ-ଫାଉଣ୍ଡର ଷ୍ଟିଭ ଜବ୍ସଙ୍କ ପତ୍ନୀ ଲ‌ରେନ ପାୱେଲ ଜବ୍ସ ବି ପ୍ରୟାଗରାଜର ମହାକୁମ୍ଭରେ ପହଞ୍ଚିଛନ୍ତି। ଯେବେ ଠାରୁ ଲରେନ […]

ସଂପୂର୍ଣ୍ଣ ପଢନ୍ତୁ

ଡୋନାଲ୍ଡ ଟ୍ରମ୍ପଙ୍କ ଶପଥଗ୍ରହଣ ଉତ୍ସବର ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲେ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ

ବାରଣାସୀ ୧୫।୧ : କାଶୀ ବାସିନ୍ଦା ପ୍ରଶିଦ୍ଧ ସରୋଦ ବାଦକ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବର ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଆମେରିକାର ଦ୍ୱିତୀୟବାର ନିର୍ବାଚିତ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଜାନୁୟାରୀ ୨୦ ତାରିଖ ଦିନ ପଣ୍ଡିତ ଭଟ୍ଟାଚାର୍ଯ୍ୟଙ୍କ ୱାସିଂଟ ଯିବାର ଥିଲା। ତେବେ କାର୍ଯ୍ୟକ୍ରମକୁ ଭାରତର ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇ ନଥିବାରୁ ଭଟ୍ଟାଚାର୍ଯ୍ୟ ମଧ୍ୟ ଯିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ଦିଲ୍ଲୀ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ଧର୍ମେନ୍ଦ୍ର-ବୈଜୟନ୍ତ ସାମିଲ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ବିଭିନ୍ନ ଦଳର ନେତା। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏହି ନେତାମାନେ ବିଭିନ୍ନ ପ୍ରତିଶ୍ରୁତି ଭୋଟରଙ୍କ ଆଗରେ ରଖୁଛନ୍ତି । ସେପଟେ ନାମାଙ୍କନ ପ୍ରକ୍ରିୟା ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ଏହାରି ମଧ୍ୟରେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କରିଛି ଷ୍ଟାର ପ୍ରଚାରକ ତାଲିକା। ଦଳ ୪୦ ପ୍ରମୁଖ ବଡ଼ ନେତାଙ୍କୁ ସ୍ଥାନ ଦେଇଛି ଏହି ତାଲିକାରେ। ବୁଧବାର ଏନେଇ ଦଳର ରାଷ୍ଟ୍ରୀୟ ସାଧାରଣ […]

ସଂପୂର୍ଣ୍ଣ ପଢନ୍ତୁ

୪୭ ବର୍ଷ ପରେ ବଦଳିଲା କଂଗ୍ରେସ ଠିକଣା, ଇନ୍ଦିରା ଭବନ ଉଦ୍‌ଘାଟିତ

ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ୪୭ ବର୍ଷ ପରେ କଂଗ୍ରେସର ଠିକଣା ବଦଳିଛି। ବୁଧବାର ନୂଆ ଘରେ ଗୃହ ପ୍ରବେଶ କରିଛି ଦଳ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍‌ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର ରୋଡରେ ଥିଲା। ଦଳର ନୂତନ ମୁଖ୍ୟାଳୟକୁ ଆଜି ଉଦଘାଟନ କରିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ। ନୂଆ କାର୍ଯ୍ୟାଳୟର ନାମ ଇନ୍ଦିରା ଭବନ ରଖାଯାଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ […]

ସଂପୂର୍ଣ୍ଣ ପଢନ୍ତୁ

ଅଡ଼ୁଆରେ ମାର୍କ ଜୁକରବର୍ଗ, ମେଟାକୁ ସମନ କରିବ ସଂସଦୀୟ କମିଟି

ଭାରତରେ ଗତବର୍ଷ ହୋଇଥିବା ସାଧାରଣ ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନୀକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ ଯୋଗାଯୋଗ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହି ପ୍ରସଙ୍ଗରେ ଗତକାଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ୍ସରେ ମେଟାକୁ ଟ୍ୟାଗ୍ କରି ମାର୍କ ଜୁକରବର୍ଗଙ୍କ ଟିପ୍ପଣୀକୁ ନିନ୍ଦା କରିଥିଲେ। ଆଜି […]

ସଂପୂର୍ଣ୍ଣ ପଢନ୍ତୁ