କୋଟାରେ ଅଘଟଣ, ୨୪ ଘଣ୍ଟାରେ ଝୁଲି ପଡ଼ିଲେ ଦୁଇ ଛାତ୍ର
ଅଘଟଣ। ପୁଣି ମୃତ୍ୟୁର ରାସ୍ତା ବାଛିଲେ ଛାତ୍ର। ୨୪ ଘଣ୍ଟାରେ ଝୁଲି ପଡ଼ିଲେ JEE ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି JEE ପାଇଁ ପ୍ରସ୍ତୁତ ହେଉଥିବା ୨୦ ବର୍ଷୀୟ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଛାତ୍ର ଜଣକ ଅଭିଷେକ ବୋଲି ଜଣା ପଡିଛି। ସେ ମଧ୍ୟପ୍ରଦେଶ ଗୁନା ଜିଲ୍ଲାର ବାସିନ୍ଦା ଥିଲେ। ଅଭିଷେକ ଗତ […]
ସଂପୂର୍ଣ୍ଣ ପଢନ୍ତୁ