ଘର ଭିତରେ ଶ୍ୱାସରୁଦ୍ଧ ହୋଇ ୫ ମୃତ
ଶ୍ରୀନଗର : ବନ୍ଦ ଘରୁ ମିଳିଲା ୫ ଜଣଙ୍କ ମୃତଦେହ। ଶୋଇଥିବା ଅବସ୍ଥାରେ ଶ୍ୱାସରୁଦ୍ଧ ହୋଇ ଆଖିବୁଜିଲେ ଗୋଟିଏ ପରିବାରର ୫ ଜଣ। ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗରେ ଘଟିଛି ଏଭଳି କିଛି ହୃଦୟ ବିଦାରକ ଘଟଣା। ସୂଚନା ଅନୁଯାୟୀ, ଶ୍ରୀନଗରର ପନ୍ଦ୍ରେଥନ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଏହି ଘଟଣା ଘଟିଛି। ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଛନ୍ତି, ପ୍ରାଥମିକ ତଦନ୍ତରୁ ପନ୍ଦ୍ରେଥନରେ ଭଡ଼ାରେ ରହୁଥିବା ପରିବାରର ପାଞ୍ଚ ଜଣ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ […]
ସଂପୂର୍ଣ୍ଣ ପଢନ୍ତୁ